ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚୀତ କରାଯାଇଛି।
ଭୁବନେଶ୍ୱର,୯।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୧୪ ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୧୨, ସୁନ୍ଦରଗଡ ୧ ଓ ଭଦ୍ରକ ଜିଲାର ଜଣେ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚୀତ କରାଯାଇଛି।
ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍ ଷ୍ଟେକ୍ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…
ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…
ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…
ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…
ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…
ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍ FZ1073ର କକ୍ପିଟ୍ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…
କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…
ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…