ବଢୁଛି ଟମାଟୋ ଦର: ଦିଲ୍ଲୀରେ ୭୦ ଟଙ୍କା ଛୁଇଁଲା

ନୂଆଦିଲ୍ଲୀ,୧୨।୭ : କୋଭିଡ୍‌ ଯୋଗୁ ଉତ୍ପାଦନ ପ୍ରଭାବିତ ହେବା ଫଳରେ ଟମାଟୋର ଖୁଚୁରା ମୂଲ୍ୟ ବୃଦ୍ଧି ପରିଲକ୍ଷିତ ହେଉଛି। ଦେଶର ରାଜଧାନୀ ଦିଲ୍ଲୀରେ ଟମାଟୋ ଦର ରବିବାର କିଲୋ ପିଛା ୭୦ ଟଙ୍କା ଛୁଇଁଛି। କେବଳ ଅଣ ସଙ୍ଗଠିତ ବଜାର ନୁହେଁ ମଦର ଡେରୀ ସମେତ ଇ-କମର୍ସ ସାଇଟଗୁଡିକରେ ଦର ବୃଦ୍ଧି ପରିଲକ୍ଷିତ ହେଉଛି। ରବିବାର ବିଗ୍‌ ବାସ୍କେଟରେ କିଲୋ ପ୍ରତି ଟମାଟୋ ଦର ୬୦ରୁ ୬୬ ଟଙ୍କା ବିକ୍ରି ହେଉଥିବା ବେଳେ ଗ୍ରୋଫର୍ସରେ ୫୩ରୁ ୫୫ ଟଙ୍କା ବିକ୍ରି ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri