ବଢୁଛି ପାକିସ୍ତାନର ସମସ୍ୟା: ଭାରତରେ ମିଶିବାକୁ ଦାବି କରୁଛନ୍ତି ପିଓକେ ଲୋକେ

ଇସଲାମାବାଦ୍‌,୧୩।୮: ପାକିସ୍ତାନର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତ ଆଗରେ ବଡ଼ ଭାଇ ପଣିଆ ଦେଖାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ସଫଳ ହୋଇପାରି ନାହିଁ। ତେବେ ଇତିମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ବାସ କରୁଥିବା ଲୋକେ ଭାରତୀୟ ସମ୍ବିଧାନ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ସେମାନେ ଭାରତରେ ମିଶିବା ପାଇଁ ଦାବି କରିଛନ୍ତି। ଏହା ପାକିସ୍ତାନର ସମସ୍ୟାକୁ ଦୁଇଗୁଣା କରିଥିବା ଚର୍ଚ୍ଚା ହେଉଛି। ପିଓକେର ଗିଲଗିଟ୍‌-ବଲ୍ଟିସ୍ତାନ ଅଞ୍ଚଳର ବାସିନ୍ଦା ଭାରତରେ ମିଶିବା ଲାଗି ବିକ୍ଷୋଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri