ବଣିକ ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଜୁନାଗଡ, ୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ଜୁନାଗଡ ବଣିକ ସଂଘ ପକ୍ଷରୁ ସୋମବାର ଦିନରାତି ପରିଶ୍ରମ କରି କରୋନା ମହାମାରୀରୁ ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରୁଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ ଥାନାର ଅଧିକାରୀ ଉତ୍ତମ କୁମାର ସାହୁ ସମେତ ସମସ୍ତ ପୋଲିସ କର୍ମଚାରୀ, ଜୁନାଗଡ ବିଡିଓ ଦୁଲାରାମ ମାରାଣ୍ଡି, ତହସିଲଦାର ଉପେନ୍ଦ୍ର ଲୁହାଙ୍କୁ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥି ସହିତ ୨ଜଣ ଖବରଦାତା ଉତ୍ତମ କୁମାର ଦାଶ, କୁମରମଣି ଦୁର୍ଗାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜୁନାଗଡ ବଣିକ ସଂଘ ସଭାପତି ମୁକେଶ ଅଗ୍ରୱାଲ, ସମ୍ପାଦକ ପ୍ରଭାତ ଦାଶ, କୋଷାଧ୍ୟକ୍ଷ ସୁରେନ ଗୋୟଲ, ଉପସଭାପତି ଗୋପାଲ ମିତ୍ତଲ, ବରିଷ୍ଠ ସଦସ୍ୟ ଚମ୍ପକ ଅଗ୍ରୱାଲ, ବିଶ୍ୱରଞ୍ଜନ ପଣ୍ଡା, ସନ୍ତୋଷ ଅଗ୍ରୱାଲ, ସନ୍ତୋଷ ସିଙ୍ଘଲ, ସତ୍ୟନାରାୟଣ ପଣ୍ଡା, ଅମିତ ଗୁପ୍ତା, ହରିହର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପମୟ କପିଳାସ

ଢେଙ୍କାନାଳ ଅଫିସ, ୨୨।୨ – ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ...

କାନ୍ଥ ପଡ଼ି ଯୁବକ ଗୁରୁତର : ଚିକିତ୍ସାଳୟରେ ଭର୍ତ୍ତି

ଆନନ୍ଦପୁର,୨୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୩ ନଂ. ଓ୍ବାର୍ଡ ଜଅଁରା ଗ୍ରାମରେ କାନ୍ଥ ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ଅଗ୍ନିଶମ...

ଆସନ୍ତା ବର୍ଷ ସୁଦ୍ଧା ଆସିବ କରୋନା ପ୍ରତିଷେଧକ ଟୀକା: ଭାରତ ପାଇଁ ଆବଶ୍ୟକ ୬୦ କୋଟି ଟୀକା

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶର ଗବେଷକମାନେ ଦିନରାତି ଉଦ୍ୟମ ଜାରି...

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ: ସାନ ପୁଅ ମାଡ଼ରେ ବାପା ଆହତ, ଉତ୍ତ୍ୟକ୍ତ ଲୋକେ ବାନ୍ଧିଲେ ପୁଅକୁ

ମହାକାଳପଡ଼ା, ୭।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମକଣି ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାମଚନ୍ଦ୍ର ବେହେରାଙ୍କ ଦୁଇ ପୁଅ ବିଜୟ ଓ ଅଜୟଙ୍କ...

କଣ୍ଟେନ୍‌ମେଣ୍ଟ ଜୋନ୍‌ ଲାଗି ନୂଆ ନିର୍ଦ୍ଦେଶନାମା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ଲାଗି ନିର୍ଦ୍ଦିଷ୍ଟ ଅଞ୍ଚଳରେ ହେଉଥିବା କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିର୍ଦ୍ଦିଷ୍ଟ ଅଞ୍ଚଳରେ ସମ୍ଭାବ୍ୟ...

ସମବାୟ ସମିତିରେ ମିଳୁନି ସାର

ପଟ୍ଟାମୁଣ୍ଡାଇ, ୩ା୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ସମବାୟ ସମିତି ମାଧ୍ୟମରେ ସାର ଯୋଗାଣ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଥିବା ୧୬ଟି ସମବାୟ...

ଏହି ସହରରେ ଅମାନିଆଙ୍କୁ ୨ ଘଣ୍ଟା ଜେଲଦଣ୍ଡ: ଜିଲାପାଳଙ୍କ ନିର୍ଦ୍ଦେଶ ଜାରି…

ଇନ୍ଦୋର,୧୩।୪: କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାରୁ ମଧ୍ୟପ୍ରଦେଶର କେତେକ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ କେତେକ ଅମାନିଆ ଆଇନର ଉଲ୍ଲଂଘନ କରୁଛନ୍ତି।...

ବଜ୍ରପାତରେ ଚିଙ୍ଗୁଡି ଚାଷୀଙ୍କ ପ୍ରାଣଗଲା

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ପରିଖି ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଚିଙ୍ଗୁଡି ଚାଷ କରୁଥିବା ପଞ୍ଚାନନ ରଣା (୬୨) ନାମକ ଚାଷୀଙ୍କ ଶୁକ୍ରବାର...

Advertisement
Archives

Model This Week