ବଦଳିବ ଇଣ୍ଡୋନେସିଆର ରାଜଧାନୀ

ଜାକର୍ତ୍ତା,୯।୮: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତା ବଦଳରେ ବୋର୍ଣ୍ଣିଓ ଦ୍ୱୀପକୁ ଉଠାଇ ନିଆଯିବା ପାଇଁ ଯୋଜନା ଚାଲିଛି ବୋଲି ରାଷ୍ଟ୍ରପତି ଜୋକୋ ୱିଡୋଡୋ ସୂଚନା ଦେଇଛନ୍ତି। ଏହା କାଲିମାଣ୍ଟନ, ପୂର୍ବ କାଲିମାଣ୍ଟନ କିମ୍ବା ଦକ୍ଷିଣ କାଲିମାଣ୍ଟନରେ ପ୍ରତିଷ୍ଠିତ ହେବା ନେଇ ସେ ଟୁଇଟ୍‌ ଯୋଗେ କହିଛନ୍ତି। ଆଗାମୀ ୧୦ ବର୍ଷ, ୫୦ ବର୍ଷ ଏବଂ ୧୦୦ ବର୍ଷ ପାଇଁ ଚିନ୍ତା କରାଯାଇ କୌଣସି ନିଷ୍ପତ୍ତି ନିଆଯିବ ବୋଲି ଜୋକୋ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଲକ୍ଷେ ସୈନ୍ୟ ପଠାଇଲା ରୁଷିଆ

ଓ୍ବାଶିଂଟନ୍‌/କ୍ୱିଭ୍‌, ୧୧ା୨:ୟୁକ୍ରେନ ସୀମା ନିକଟରେ ରୁଷିଆ ପୂୂର୍ବରୁ ଲକ୍ଷାଧିକ ସୈନ୍ୟ ମୁତୟନ କରି ଯୁଦ୍ଧ ସ୍ଥିତି ଉପୁଜାଇଥିବାବେଳେ ଏବେ ଉତ୍ତର ସୀମାକୁ ଆଉ ଲକ୍ଷେ ସୈନ୍ୟ...

ମେ ୧୩ରେ ଶପଥ ନେବେ ନେତାନ୍ୟାହୁ

ଜେରୁଜେଲମ୍‌,୭।୫: ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ଭାବେ ବେଞ୍ଜାମିନ୍‌ ନେତାନ୍ୟାହୁ ମେ ୧୩ରେ ଶପଥ ନେବେ। ତାଙ୍କୁ ଅଯୋଗ୍ୟ ଘୋଷିତ କରିବା ପାଇଁ କରାଯାଇଥିବା ଏକ ଆବେଦନକୁ ସ୍ଥାନୀୟ...

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ...

ପାକ୍‌ ଆକାଶରେ ଉଡ଼ିବନି ରାଷ୍ଟ୍ରପତିଙ୍କ ବିମାନ

ଇସ୍‌ଲାମାବାଦ, ୮।୯(ପି.ଟି.): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାରଠାରୁ ଆଇସ୍‌ଲାଣ୍ଡ, ସୁଇଜରଲାଣ୍ଡ ଓ ସ୍ଲୋଭେନିଆ ଗସ୍ତରେ ଯିବାକୁ ଥିବାବେଳେ ତାଙ୍କ ବିମାନ ପାକିସ୍ତାନ ଆକାଶରେ ଉଡ଼ିପାରିବ ନାହିଁ।...

‘ଯେସାକୁ ତେସା’ ନୀତି ଆପଣେଇଲା ଭାରତ

ନୂଆଦିଲ୍ଲୀ,୧।୧୦: ଆସନ୍ତା ସୋମବାରଠାରୁ ଭାରତ ଆସୁଥିବା ପ୍ରତ୍ୟେକ ବ୍ରିଟିଶ ନାଗରିକଙ୍କୁ ବାଧ୍ୟତାମୂଳକ ୧୦ ଦିନିଆ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ। କୋଭିଡ୍‌ ଭାକ୍ସିନର ଉଭୟ ଡୋଜ ନେଇଥିବା...

ଏହି ବ୍ୟାଙ୍କରେ ଜମାହୁଏ ନାହିଁ ଟଙ୍କା

ଚେକୋସ୍ଲୋଭାକିଆର ଏକ ଛୋଟିଆ ସହର ବନସ୍କା ଷ୍ଟିଓନିକା। ଏଠି ରହିଛି ଏକ ଲଭ୍‌ ବ୍ୟାଙ୍କ। ଏଠାରେ ପ୍ରତିବର୍ଷ ଭାଲେଣ୍ଟାଇନ୍‌ ଡେ’ରେ ପ୍ରେମି ଯୁଗଳଙ୍କ ଭିଡ ଲାଗିଥାଏ।...

ବିଶ୍ୱ କପ ଫୁଟବଲରେ ରୋମାନ୍ସ ମନା, ଉଲ୍ଲଂଘନ କଲେ ୭ ବର୍ଷ ଜେଲ…

ଦୋହା, ୨୪।୬ : ଚଳିତ ବର୍ଷ ନଭେମ୍ବରରେ ଆରବ ଦେଶ କାତାରରେ ଫିଫା ଫୁଟବଲ ବିଶ୍ୱକପ ୨୦୨୨ ଆୟୋଜିତ ହେଉଛି। ଏହି ସମୟ ମଧ୍ୟରେ, ବିଶ୍ୱର...

ଚତୁର୍ଥ ପର୍ଯ୍ୟାୟ ଆଲୋଚନା, ଅସ୍ତ୍ରବିରତି ଦାବି କଲା କ୍ୱିଭ୍‌

କ୍ୱିଭ୍‌, ୧୪ା୩: ୟୁକ୍ରେନ୍‌ରେ ରୁଷିଆ ଅଧିକ ଆକ୍ରମଣାତ୍ମକ ହୋଇ ତୁହାକୁ ତୁହା ମିଶାଇଲ, ବୋମା ମାଡ଼ କରୁଥିବାବେଳେ ଉଭୟ ଦେଶର ପ୍ରତିନିଧିଙ୍କ ମଧ୍ୟରେ ସୋମବାର ଚତୁର୍ଥ...

Advertisement
Archives

Model This Week