Posted inଜାତୀୟ

ବଦଳିଯିବ ଜମ୍ମୁ-କଶ୍ମୀରର ରୂପ, ପିଓକେର ଲୋକେ ଭାରତର ଅଂଶ ହେବାକୁ ଆଶା କରିବେ: ରାଜନାଥ

ଜମ୍ମୁ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଭିଡିଓ କନଫରେନ୍ସିଂ ଜରିଆରେ ଜମ୍ମୁ-କଶ୍ମୀର ଜନ ସମ୍ବାଦ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଏବେ ସାରା ବିଶ୍ୱ କରୋନା ମହାମାରୀ ସହ ଲଢୁଥିବା ବେଳେ ଏହି ସଙ୍କଟ ସମୟରେ ଆମେ ଆମ ସ୍ବାସ୍ଥ୍ୟକୁ ସୁରକ୍ଷା ଦେବାକୁ ପଡିବ। ଅନୁଚ୍ଛେଦ ୩୭୦ ଓ ୩୫ଏକୁ ନେଇ ସମସ୍ତଙ୍କ ମନରେ ସଂଶୟ ଥିଲା। ହେଲେ ପୂର୍ଣ୍ଣ ସମର୍ଥନ ମିଳିବା ପରେ ଆମେ ଯାହା କହିଥିଲୁ ତାହା କରି ଦେଖାଇଲୁ ବୋଲି ସେ କହିଛନ୍ତି। ପୂର୍ବରୁ ଅନ୍ତରାଷ୍ଟ୍ରୀୟ ମଞ୍ଚରେ ଅନୁଚ୍ଛେଦ ୩୭୦କୁ ନେଇ ପାକିସ୍ତାନକୁ ବହୁ ଦେଶ ସମର୍ଥନ କରୁଥିଲେ। ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଯେଉଁ ନିଷ୍ପତ୍ତି ନିଆଗଲା ତାକୁ ବହୁ ମୁସଲିମ୍‌ ଦେଶ ସମର୍ଥନ ଜଣାଇଲେ। ତେଣୁ ଏବେ ପାଣିପାଗ ବଦଳି ଯାଇଛି। ଜମ୍ମୁ-କଶ୍ମୀରର ଭାଗ୍ୟ ଓ ଚିତ୍ର ବଦଳାଇବାକୁ ବହୁ ମହତ୍ୱପୁର୍ଣ୍ଣ ନିର୍ଣ୍ଣୟ ନିଆଯାଇଛି ବୋଲି ରାଜନାଥ କହିଛନ୍ତି। ଆଗାମୀ ଦିନରେ ଜମ୍ମୁ-କଶ୍ମୀରର ଚିତ୍ର ଏତେ ବଦଳି ଯିବ ଯେ ପିଓକେର ଲୋକେ ମଧ୍ୟ ଚିନ୍ତା କରିବେ ଯଦି ଆମେ ଭାରତରେ ଥାଆନ୍ତୁ ଆମର ଭାଗ୍ୟ ମଧ୍ୟ ପରିବର୍ତ୍ତନ ହୋଇଯାଇଥାଆନ୍ତା। ଆଗାମି ଦିନରେ ପିଓକେର ଲୋକେ ଭାରତର ଅଂଶ ହେବାକୁ ନିଶ୍ଚୟ ଆଶା କରିବେ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ଅନ୍ତିମ ସଂସ୍କାର: ତୋପ ସଲାମୀରେ ଫୁଟିଲାନି ବନ୍ଧୁକରୁ ଗୁଳି

ପାଟନା,୨୨।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ଅନ୍ତିମ ସଂସ୍କାର ବୁଧବାର ସାପୁଲ୍‌ ଜିଲାର ଥିବା ତାଙ୍କ ପୈତୃକ ଗାଁରେ ହୋଇଛି। ତୋପ ସଲାମୀ ସମୟରେ...

ବଞ୍ଚିଥିବା ସମୟରେ ମିଳିଲାନି ଭେଣ୍ଟିଲେଟର, ମୃତଦେହ ନେବାକୁ ମଧ୍ୟ ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ଶ୍ମଶାନ ଗଲା ମୃତଦେହ

ପୁଣେ,୧୩ା୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ସବୁଠୁ ଦୁଃଖଦାୟକ କଥା ହେଲା କରୋନା ଆକ୍ରାନ୍ତଙ୍କ...

୧୦୮ ଆମ୍ବୁଲାନ୍ସ୍‌ର ପ୍ରଥମ ମହିଳା ଡ୍ରାଇଭର: ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଚେନ୍ନାଇ, ୧।୯: ପ୍ରଥମ ମହିଳା ଆମ୍ବୁଲାନ୍ସ୍‌ ଡ୍ରାଇଭରଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇଡ଼ାପ୍ପାଡ଼ି କେ. ପାଲାନିସାମି ନିଯୁକ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ପ୍ରଥମ ମହିଳା ଭାବେ ଏମ୍‌....

ଦୈନିକ ସଂକ୍ରମଣ ପୁଣି ତଳମୁହାଁ…

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର...

ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି ସରକାରୀ ବାବୁ ଛାନିଆ, ପ୍ରସ୍ତୁତ ହେବ ଖାମଖିଆଲି ଅଧିକାରୀଙ୍କ ତାଲିକା…

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୭ ତମ ପ୍ରଗତି(ପ୍ରୋଟେକ୍ଟିଭ୍‌ ଗଭର୍ନାସ୍‌ ଆଣ୍ଡ୍‌ ଟାଇମ୍‌ଲି ଇମ୍ପ୍ଲିମେଣ୍ଟେଶନ) ବୈଠକରେ ଯୋଗଦେଇ ସରକାରୀ ବାବୁଙ୍କ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରାଗ...

ସକ୍ରିୟ ମାମଲା ୬୦ ହଜାର ମୁହାଁ …

ନୂଆଦିଲ୍ଲୀ, ୧୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଉତ୍ତରାଖଣ୍ଡ ସରକାରଙ୍କ ବଡ ଘୋଷଣା ୧୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳୀ ମାଗଣା!

ଡେରାଡୁନ,୮ ।୭: ଉତ୍ତରାଖଣ୍ଡ ସରକାରଙ୍କ ଶକ୍ତି ମନ୍ତ୍ରୀ ହରକ ସିଂ ରାୱତ ଶକ୍ତି ବିଭାଗର ପ୍ରଥମ ବୈଠକରେ ଏକ ବଡ ଘୋଷଣା କରିଛନ୍ତି । ଏଣିକି...

ଯୋଗୀଙ୍କ ଜନ୍ମଦିନ ପାଇଁ ପ୍ରବଳ ଉତ୍କଣ୍ଠା: କଟା ହେଲା ୫୦ କେଜିର କେକ୍‌

ନୂଆଦିଲ୍ଲୀ,୫।୬: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ୫୦ତମ ଜନ୍ମଦିନ ହିନ୍ଦୁ ଯୁବ ବାହିନୀ ଏବଂ ବିଶ୍ୱ ହିନ୍ଦୁ ମହାସଙ୍ଗ ତରଫରୁ ଦିଲ୍ଲୀର କନ୍‌ଷ୍ଟିଚ୍ୟୁସନ୍‌ କ୍ଲବରେ ପାଳନ...

Advertisement
Archives

Model This Week