ବଦଳିଲା ପାଗ: ବଢ଼ିପାରେ ଶୀତ

ଭୁବନେଶ୍ୱର,୫।୨(ବ୍ୟୁରୋ): ପୁଣି ପାଗରେ ପରିବର୍ତ୍ତନ ଘଟିଛି। ବୁଧବାର ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆଉ ୨୪ ଘଣ୍ଟା ବର୍ଷା ଲାଗି ରହିବ। ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ ଖୋର୍ଦ୍ଧା, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ ଜିଲାରେ ବର୍ଷା ସମ୍ଭାବନା ରହିଛି। ଏହାଫଳରେ ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ କୋହଲା ପାଗ ଲାଗି ରହିବ। ୮ କିମ୍ବା ୯ ତାରିଖରେ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିବ । ପରିଣାମ ସ୍ବରୂପ ଶୀତ ବଢ଼ିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୨୩ରେ ଓସିଏସ୍‌ ପ୍ରିଲିମ୍‌

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌(ଓସିଏସ୍‌) ପ୍ରିଲିମ୍‌ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଆସନ୍ତା ମେ’ ୨୩ରେ ବାଲେଶ୍ୱର,...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୨।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

ବିଜେପୁର: ପ୍ରାର୍ଥୀ ଚୟନ ଉପରେ ନଜର, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ, ଅସ୍ତିତ୍ୱ ପାଇଁ କଂଗ୍ରେସର ସଂଘର୍ଷ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଳଗୁଡିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ଆସନକୁ ଶେଷ ୨ ନିର୍ବାଚନରେ ଜିତିଥିବା...

ଟିକା ନ ନେଲେ କଟିପାରେ ଦରମା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍‌ ଆପ୍‌ରେ...

କାଳିଆ ଯୋଜନାରେ ଚାଷୀଙ୍କୁ ମିଳିନି ଟଙ୍କା

ନୟାଗଡ଼ ଅଫିସ,୧୯।୭-ନୟାଗଡ଼ ଜିଲା ସଦର ବ୍ଲକ ଘଡ଼ୁଆଳ ଗ୍ରାମର ଦୁର୍ଯ୍ୟୋଧନ ପାଳ ବୃତ୍ତିରେ ଜଣେ ଚାଷୀ। ନିଜର କିଛି ଏକର ଚାଷଜମିରେ ଫସଲ କରି ପରିବାର...

୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି...

ଦୁର୍ଘଟଣାରେ ଜଣେ ମୃତ, ୪ ଘଣ୍ଟା ରାସ୍ତା ଅବରୋଧ

ଅନୁଗୋଳ ଅଫିସ,୬।୬ ଅନୁଗୋଳ ଜିଲା ମହୀଧରପୁର ଫାଣ୍ଡି ଫୁଲପଡା ପାୱାର ଗ୍ରୀଡ୍‌ କମାର ସାହି ନିକଟରେ ରବିବାର ସକାଳେ ଏକ ପରିବା ବୋଝେଇ ଟାଟା ଏସିଇ...

୮ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୨ା୧- କୋଭିଡ୍‌ କଟକଣାରେ ରାଜ୍ୟରେ ଖୋଲିବାକୁ ଯାଉଛି ସ୍କୁଲ ଓ କଲେଜ। ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ...

Advertisement
Archives

Model This Week