Posted inଜାତୀୟ

ବଦଳିଲା ବ୍ୟାଙ୍କ କାର୍ଯ୍ୟ ସମୟ: ଅକ୍ଟୋବର ୧ରୁ ପୂର୍ବାହ୍ନ ୧୦ରୁ ଅପରାହ୍ନ ୪ ପର୍ଯ୍ୟନ୍ତ ରହିବ ଖୋଲା

ନୂଆଦିଲ୍ଲୀ,୩୦।୯: ଅକ୍ଟୋବର ୧ରୁ ଦେଶର ରାଷ୍ଟ୍ରାୟାତ ବ୍ୟାଙ୍କ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ  ଖୋଲା ରହିବ। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏସମ୍ପର୍କରେ ରାଜ୍ୟ ସ୍ତରୀୟ ବ୍ୟାଙ୍କରର୍ସ କମିଟି(ଏସ୍‌ଏଲ୍‌ବିସି) ବିଧିବଦ୍ଧ ପଦକ୍ଷେପ ନେବ। ଏସମ୍ପର୍କରେ ୟୁକୋ ବ୍ୟାଙ୍କ ଅଧ୍ୟକ୍ଷ ଅତୁଲ କୁମାର ଗୋୟଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଅନ୍ତଃକନ୍ଦଳ: ନିଜ ପୁଅର ପରାଜୟ ପାଇଁ ପାଇଲଟଙ୍କୁ ଦାୟୀ କଲେ ଗେହଲଟ

ଜୟପୁର,୪।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ରାଜସ୍ଥାନ କଂଗ୍ରେସରେ ଅନଃକନ୍ଦଳ ଦେଖାଦେଇଛି। କଂଗ୍ରେସ ରାଜସ୍ଥାନରେ ବିଧାନସଭା ଆସନରୁ ବିଜୟ ଲାଭ କରିଥିବା ବେଳେ...

ଓଟିଟି ଉପରେ ଅଙ୍କୁଶ: ସୋସିଆଲ ଓ ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବ କେନ୍ଦ୍ର

ନୂଆଦିଲ୍ଲୀ,୨୬ା୨:ଦେଶରେ ଅଭିବ୍ୟକ୍ତି ସ୍ବାଧୀନତା କ୍ରମଶଃ ସଙ୍କୁଚିତ ହେବାରେ ଲାଗିଥିବାବେଳେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ, ଡିଜିଟାଲ ମିଡିଆ ଅର୍ଗାନାଇଜେଶନ ଏବଂ ଓଭର ଦି ଟପ୍‌ (ଓଟିଟି) ଷ୍ଟ୍ରିମିଂ...

ରୋହିଙ୍ଗ୍ୟା-ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲା: ଏଟିଏସ୍‌ ହେପାଜତରେ ୪ ସନ୍ଦିଗ୍ଧ

ଲକ୍ଷ୍ନୌ,୬।୧: ରୋହିଙ୍ଗ୍ୟା ଏବଂ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଉତ୍ତରପ୍ରଦେଶ ଏଟିଏସ୍‌ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ୪ ଜଣ ସନ୍ଦିଗ୍ଧଙ୍କୁ ଏଟିଏସ୍‌ ହେପାଜତରେ ରଖାଯାଇଛି।...

ଯବାନଙ୍କ ପାଇଁ ଗୀତ ଗାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୯।୨: କେନ୍ଦ୍ର କ୍ରୀଡା ଏବଂ ଯୁବ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି। ନିକଟରେ ସେ ଭାରତୀୟ ଯବାନଙ୍କ ପାଇଁ ଗୀତ...

୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା

ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ...

ମଧ୍ୟପ୍ରଦେଶ ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ-ଭାଜପାକୁ ଗୋଟିଏ-ଗୋଟିଏ ଆସନ ମିଳିବା ସମ୍ଭାବନା

ଭୋପାଳ,୨୬।୨: ମଧ୍ୟପ୍ରଦେଶରେ ରାଜ୍ୟ ସଭା ପାଇଁ ୩ଟି ଆସନରେ ନିର୍ବାଚନ ହେବ। ନିର୍ବାଚନରେ କଂଗ୍ରେସ ଏବଂ ଭାଜପାକୁ ଗୋଟିଏ ଗୋଟିଏ ଆସନ ମିଳିବା ପ୍ରାୟ ନିଶ୍ଚିତ...

ମାର୍ଚ୍ଚ ୨୭ରୁ ପଶ୍ଚିମବଙ୍ଗ ନିର୍ବାଚନ: ଏହାପୂର୍ବରୁ ଭୋଟ ଦେଲେ ୮୨ ବର୍ଷୀୟା ବୃଦ୍ଧା, ଜାଣନ୍ତୁ କେମିତି

କୋଲକତା,୧୮।୩: ପଶ୍ଚିମବଙ୍ଗ ୮ଟି ପର୍ଯ୍ୟାୟରେ ଭୋଟ ହେବାକୁ ଯାଉଛି। ମାର୍ଚ୍ଚ ୨୭ରେ ପ୍ରଥମ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। କିନ୍ତୁ ଝାରଗ୍ରାମରେ ଜଣେ ୮୨ ବର୍ଷ ବୟସ୍କା...

ଏଏପି ବିଧାୟକ ଗିରଫ

ନୂଆଦିଲ୍ଲୀ,୧।୧୧: ଆମ୍‌ ଆଦମୀ ପାର୍ଟି(ଏଏପି)ର ବିଧାୟକ ଅଖିଳେଶ ପତି ତ୍ରିପାଠୀଙ୍କୁ ଦିଲ୍ଲୀ ପୋଲିସ ଶୁକ୍ରବାର ଗିରଫ କରିଛି। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ଗୁରୁବାର ବିଧାୟକ...

Advertisement
Archives

Model This Week