ବଦଳିଲା ମୋଦିଙ୍କ ସୋସିଆଲ ମିଡିଆ ପ୍ରୋଫାଇଲ ଫଟୋ

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ ବଦଳାଇ ଦେଇଥିବା ଦେଖାଯାଇଛି। କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧିକୁ ମୋଦି ପୁଣିଥରେ ମେ’୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିପାଇଁ ମଙ୍ଗଳବାର ସେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବା ସମୟରେ ଏକ ପାରମ୍ପରିକ ଗାମୁଛାରେ ନିଜ ମୁହଁ ଘୋଡାଇବା ସହ ପ୍ରଥମେ ଦେଶବାସୀଙ୍କୁ ନମସ୍କାର ଜଣାଇଥିଲେ। ମାସ୍କ ବଦଳରେ ଜଣେ ଗାମୁଛାରେ ମୁହଁ ଘୋଡାଇଲେ କରୋନାକୁ ଦୂରେଇ ଦେଇ ପାରିବ ବୋଲି ମୋଦି ବାର୍ତ୍ତା ଦେଇଛନ୍ତି। ଏହି ସମୟର ଏକ ଫଟୋକୁ ସେ ତାଙ୍କ ସୋସିଆଲ ମିଡିଆ ପ୍ରୋଫାଇଲରେ ରଖିଥିବା ଦେଖାଯାଇଛି। ତେବେ ଏହି ଫଟୋକୁ ଦେଖିବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା ବଢି ଯାଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ହାଲୁକା ଯାନ କର୍ମଚାରୀ

ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ହାଲୁକା ଯାନ କର୍ମଚାରୀମାନେ ଆର୍ଥତ୍କ ସହାୟତା ପାଇଁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳଙ୍କୁ ନିବେଦନ କରିଛନ୍ତି। ବିଶ୍ୱ ମହାମାରୀ କରୋନା...

ରାହୁଲଙ୍କ ଚାଇନା-ପାକ ନ୍ୟାୟପାଳିକା ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୩ ।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାହୁଲ କହିଛନ୍ତି ମୋଦି ସରକାର ଦେଶକୁ ‘ଶେହନଶାହା’...

ରାଜଧାନୀରେ ହାଡ଼ଭଙ୍ଗା ଶୀତ ନେଲାଣିି ୧୦୬ ଜୀବନ !…

ନୂଆଦିଲ୍ଲୀ, ୨୩।୧ : ରାଜଧାନୀ ଦିଲ୍ଲୀରେ ହାଡ଼ଭଙ୍ଗା ଶୀତଯୋଗୁ ଚଳିତବର୍ଷ ଜାନୁୟାରୀରେ ଇତିମଧ୍ୟରେ ୧୦୬ ଜଣଙ୍କର ଜୀବନ ଗଲାଣି। ଏନଜିଓ ସେଣ୍ଟର ଫର ହୋଲିଷ୍ଟିକ ଡେଭଲପମେଣ୍ଟ...

ବନ୍ୟା ପାଣିରେ ପଶି ଲୋକଙ୍କୁ ସାହାଯ୍ୟ କରୁଛନ୍ତି ବିଧାୟକ

ଗୁଆହାଟୀ,୧୪।୭:ଆସାମରେ ପ୍ରବଳ ବନ୍ୟା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଲୋକଙ୍କ ସହାୟତା ପାଇଁ ଆଗେଇ ଆସିଛନ୍ତି ଜଣେ ବିଧାୟକ। ବନ୍ୟା ପାଣିରେ...

ସମସ୍ତ ଦେଶବାସୀଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୨୯ ।୧୦: କରୋନା ଭାଇରସ ସଂକ୍ରମଣ ଦେଶଠାରୁ ବିଦେଶ ପର୍ଯ୍ୟନ୍ତ ସବୁଠାରେ ବୃ୍‌ଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ୮୦...

ନବୋଦୟ ସ୍କୁଲର ୮୫ ପିଲା କରୋନା ପଜିଟିଭ୍‌,କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା…

ନୈନିତାଲ, ୨।୧ : ନୈନିତାଲର ସୁୟାଲବାଡ଼ିସ୍ଥିତ ଜବାହର ନବୋଦୟ ସ୍କୁଲର ୮୫ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଆକ୍ରାନ୍ତ ପିଲାଙ୍କୁ ଆଇସୋଲେଶନରେ ରଖାଯାଇଛି। ସେହିପରି...

ଜୁନ ୩୦ରେ ପ୍ରହାର ପାର୍ଟିର ୨ବିଧାୟକ ଏମ୍‌ଭିଏ ବିରୋଧରେ ଆଣିପାରନ୍ତି ଅନାସ୍ଥା ପ୍ରସ୍ତାବ

ମୁମ୍ବାଇ,୨୮।୬: ଗତ କିଛି ଦିନ ହେବ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ବର୍ତ୍ତମାନ ଏହା ଆଉ ଏକ ରାଜନୈତିକ ମୋଡ଼ ନେବାକୁ ଯାଉଛି। ସୂତ୍ରରୁ...

ମନ୍ଦିର ଖୋଲା ନ ଯିବା ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): କରୋନା ମହାମାରୀ ଏବଂ ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନ ବନ୍ଦ ରଖିବା ପାଇଁ କଟକଣା ଜାରି କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେନ୍ଦ୍ର...

Advertisement
Archives

Model This Week