ବଦଳିଲା ଷ୍ଟ୍ରଙ୍ଗରୁମ୍‌

ପାରଳାଖେମୁଣ୍ଡି, ୧।୫(ସ୍ବ.ପ୍ର.): ବାତ୍ୟା ଫନୀକୁ ନଜରରେ ରଖି ପାରଳାଖେମୁଣ୍ଡି ସହରର ମହାରାଜାଙ୍କ ବାଳକ ଉଚ୍ଚ  ବିଦ୍ୟାଳୟରେ ଥିବା ଇଭିଏମ୍‌ଗୁଡିକୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ନୂତନ କୋଠାକୁ ସ୍ଥାନାନ୍ତର କରାଯାଇଛି। ଏହି ସମୟରେ ଜିଲାପାଳ ଅନୁପମ ଶାହଙ୍କ ସମେତଙ୍କ ବିଭନ୍ନ ଦଳର ପ୍ରାର୍ଥୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri