Posted inଜାତୀୟ

ବଦଳିଲା ସରକାରଙ୍କ ନିଷ୍ପତ୍ତି: ପୂର୍ବପରି କାମ କରିବେ ୨୫ ହଜାର ହୋମଗାର୍ଡ

ଲକ୍ଷ୍ନୌ,୨୪।୧୦: ଉତ୍ତର ପ୍ରଦେଶ ସରକାର ୨୫ ହଜାର ହୋମଗାର୍ଡଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏମାନେ ସମସ୍ତେ ପୂର୍ବପରି ସେମାନଙ୍କ କାର୍ଯ୍ୟ ଜାରି ରଖିବେ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୫ ହଜାର ହୋମଗାର୍ଡଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପୋଲିସ ମୁଖ୍ୟାଳୟର ଏଡିଜି ବିପି ଜୋଗଦଣ୍ଡ ଏନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ହେଲେ ପରେ ଉକ୍ତ ବିଭାଗର ମନ୍ତ୍ରୀ ଚେତନ ଚୌହାନ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାପରେ ଯୋଗୀ ତାଙ୍କୁ ଆଶ୍ୱସନା ଦେଇଥିଲେ କି ସେ ୨୫ ହଜାର ହୋମଗାର୍ଡଙ୍କ କଥା ନିଶ୍ଚୟ ବୁଝିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରଣ ମାମଲାରେ ୫ ଲକ୍ଷ ଜରିମାନା-୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଆଇନ ଆଣିବେ ରାଜ୍ୟ ସରକାର…

ବେଙ୍ଗାଲୁରୁ, ୧୯।୧୨: କର୍ନାଟକରେ ଭାଜପା ସରକାର ବିଧାନସଭା ଅଧିବେଶନରେ ଧର୍ମାନ୍ତରଣ ବିରୋଧୀ ଆଇନ ଆଣିବାକୁ ଯାଉଛନ୍ତି। ରାଜ୍ୟର ବାସବରାଜ ବୋମ୍ମାଇ ସରକାର ଧର୍ମ ପରିବର୍ତ୍ତନ ବିରୋଧୀ...

ସିଦ୍ଧୁଙ୍କ ପରେ କଂଗ୍ରେସକୁ ଆଉ ଏକ ଝଟ୍‌କା

ଚଣ୍ଡିଗଡ଼,୨୮ ।୯: ନବଜୋତ ସିଂ ସିଦ୍ଧୁ କଂଗ୍ରେସ ଅଧ୍ୟକ୍ଷ ପଦ ଛାଡିବା ପରେ ପଞ୍ଜାବ ରାଜନୀତି ହୋଇଛି ଆହୁରି ସରଗରମ । ସିଦ୍ଧୁଙ୍କ ପରେ ଏବେ...

ଖାଦ୍ୟ ପଠାଇବାରେ ଭାରତ ନଂ ୧

ସାଓ ପାଉଲୋ,୭।୧୨: ଆରବ ଦେଶକୁ ଖାଦ୍ୟ ଯୋଗାଇବାରେ ବ୍ରାଜିଲକୁ ପଛରେ ପକାଇ ଦେଇଛି ଭାରତ। ୧୫ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଏହି...

ନୌସେନାରେ ସାମିଲ ହେଲା କଓ୍ବରାତ୍ତିି

ବିଶାଖାପଟ୍ଟନମ୍‌, ୨୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ...

ରାଜସ୍ଥାନରେ ଭାକ୍ସିନ ଅଭାବ ପଡ଼ିନାହିଁ

ଜୟପୁର,୯।୩ : କେନ୍ଦ୍ର ତୁରନ୍ତ ଭାକ୍ସିନ ନ ପଠାଇଲେ ରାଜସ୍ଥାନରେ ଆଣ୍ଟି କରୋନା ଡୋଜର ଅଭାବ ଦେଖାଦେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏହାକୁ...

ସଫେଇ ଦେଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ଦଳ ପକ୍ଷରୁ ତାଙ୍କୁ ତାଙ୍କ ପଦବୀରୁ ବାହାର କରାଯିବାକୁ...

୪୦ ଡାକ୍ତର କରୋନା ପଜିଟିଭ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଥିବା କିଙ୍ଗ୍‌ ଜର୍ଜ ମେଡିକାଲ କଲେଜର ୪୦ ଜଣ ଡାକ୍ତରଙ୍କ ମନୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରେ କୁଳପତି...

ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କଲେ ପଓ୍ବନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ଦୋଷୀ ପଓ୍ବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ(ଏସ୍‌ଏଲ୍‌ପି) ଦାଖଲ କରିଛନ୍ତି। ସେଥିରେ...

Advertisement


Archives

Model This Week