ବଦଳିଲେ କୋମଲିକା: ଭାଇରାଲ ହେଉଛି ଆମନାଙ୍କ ଲୁକ୍‌

ମୁମ୍ବାଇ: ଟେଲିିଭିଜନ ଜଗତର ଲୋକପ୍ରିୟ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ ରେ କୋମଲିକା ଚରିତ୍ରରେ ପରିବର୍ତ୍ତନ କରାଯାଇଛି। ହିନା ଖାନ୍‌ ଶୋ’ ଛାଡ଼ିବା ପରେ ଏବେ ଆମନା ଶରିଫ ଏହି ଭୂମିକାରେ ନଜର ଆସିବେ। ଏବେ ଏହାର ପ୍ରଥମ ଲୁକ୍‌ ସାମ୍ନାକୁ ଆସିଛି। ଫଟୋରେ ସେ ହିନାଙ୍କ ଭଳି ପୋଷାକ ପିନ୍ଧିଛନ୍ତି। ତେବେ ପୂର୍ବ କୋମଲିକା ଭାବେ ହିନା ବେଶ ଲୋକପ୍ରିୟତା ସାଉଁଟିଥିବା ବେଳେ ଏବେ କୋମନା କେତେମାତ୍ରାରେ ସଫଳ ହେଉଛନ୍ତି ତାହା ସମୟ କହିବ।
ପୂର୍ବରୁ ଆମନା ଜଣେ ସଂସ୍କାରୀ ବୋହୂ ଭାବେ ଅଭିନୟ କରୁଥିଲେ। ପରେ ସେ ଛଅ ବର୍ଷ ଧରି ଅଭିନୟ ଜଗତରୁ ଦୂରେଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri