Posted inଜାତୀୟ

ବଦଳିଲେ ୫ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ,୧।୯: କେନ୍ଦ୍ର ସରକାର ରବିବାର ପାଞ୍ଚ ରାଜ୍ୟର ରାଜ୍ୟପାଳଙ୍କୁ ବଦଳି କରିଛନ୍ତିି। କେତେକ ରାଜ୍ୟରେ ଆଗାମୀ ଦିନରେ ନିର୍ବାଚନ ଥିବାରୁ ଏପରି କରାଯାଇଥିବା ଆଲୋଚନା ହେଉଛି। ତେବେ ହିମାଚଳର ରାଜ୍ୟପାଳ ଥିବା କଲରାଜ ମିଶ୍ରଙ୍କୁ ଏବେ ରାଜସ୍ଥାନର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ସେହିପରି ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ଭଗତ ସିଂ କୋସିୟାରିଙ୍କୁ ଦାୟିତ୍ୱ ଦିଆଯାଇଛି। ବନ୍ଦାରୁ ଦତ୍ତାତ୍ରେୟଙ୍କୁ ହିମାଚଳ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଆରିଫ୍‌ ମହମ୍ମଦ ଖାଁଙ୍କୁ କେରଳ ରାଜ୍ୟପାଳ ଓ ତମିଲିସାଇ ସୁନ୍ଦରରାଜନ ତେଲେଙ୍ଗାନା ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ରାଞ୍ଚି,୩ା୩: ଜଣେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର କରିବା ମାମଲାରେ ରାଞ୍ଚିର ଏକ କୋର୍ଟ ୧୧ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଜିଲା ଜଜ୍‌...

ପ୍ରତିରକ୍ଷା-ଶକ୍ତି-ସୁରକ୍ଷା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ଆମେରିକା

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନୂଆଦିଲ୍ଲୀ ସ୍ଥିତ ହାଇଦ୍ରାବାଦ୍‌ ହାଉସ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ପୂର୍ବାହ୍ନରେ ଭେଟିଛନ୍ତି। ଏହି ଅବସରରେ ଆୟୋଜିତ ଏକ...

ଭାଜପାରେ ଯୋଗଦେଲେ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ

ଲକ୍ଷ୍ନୌ,୯।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ରାଜସ୍ଥାନର ରାଜ୍ୟପାଳ ଭାବେ ତାଙ୍କର କାର୍ଯ୍ୟକାଳ ପୂରଣ ହେବା ପରେ...

ସୁଧୁରୁନି ପାକିସ୍ତାନ: ଅନ୍ତର୍ଜାତୀୟ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୧୯।୯: ନିଜ କାର୍ଯ୍ୟରୁ ବାଦ୍‌ ପଡ଼ୁନି ପାକିସ୍ତାନ, ପୁଣି ଅନ୍ତର୍ଜାତୀୟ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ସୂଚନା ମିଳିଛି। ଗୁରୁବାର କଠୁଆ ଜିଲାର ହିରାନଗର ସେକ୍ଟରରେ...

ଗୋମୂତ୍ର, ଗୋବର ଦ୍ୱାରା ଭଲ ହେବ କରୋନା ଭାଇରସ: ଭାଜପା ବିଧାୟିକା

ଗୁଆହାଟୀ,୩।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଏହାର ଏକ ଅଦ୍ଭୁତ ଚିକିତ୍ସା ପଦ୍ଧିତି ବିଷୟରେ କହିଛନ୍ତି ଭାରତୀୟ ଜନତା ପାର୍ଟି ବିଧାୟିକା...

ବନ୍ଦ ହେବ ଗରିବ ରଥ

ନୂଆଦିଲ୍ଲୀ,୧୮।୭: ଗରିବ ରଥର ହେବ ନବକଳେବର। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଗରିବ ରଥ ଟ୍ରେନ୍‌କୁ ଖୁବ୍‌ଶୀଘ୍ର ସୁପରଫାଷ୍ଟ ଟ୍ରେନ୍‌ରେ ପରିବର୍ତ୍ତନ କରାଯିବ। ଏହାସହ...

ସିଏଏ ସମର୍ଥନରେ ପ୍ରଦର୍ଶନ: ଭାଜପାକର୍ମୀଙ୍କୁ ଚାପୁଡ଼ା ମାରିଲେ ଜିଲାପାଳ

ଭୋପାଳ,୨୦।୧: ମଧ୍ୟପ୍ରଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ପ୍ରଦର୍ଶନ ସମୟରେ ଜଣେ ଭାଜପାକର୍ମୀଙ୍କୁ ଜିଲାପାଳ ଚାପୁଡ଼ା ମାରିଛନ୍ତି। ଏବେ ଏହାର ୧ ମିନିଟ୍‌ ୧୧ ସେକେଣ୍ଡର...

ବିକ୍ରମକୁ ପାଇଲାନି ନାସା, ଚେଷ୍ଟା ଜାରି ରଖିବ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୭।୯: ମିଶନ ଚନ୍ଦ୍ରଯାନ-୨ରେ ଇସ୍ରୋ ପକ୍ଷରୁ ଚନ୍ଦ୍ରକୁ ପଠାଯାଇଥିବା ଲ୍ୟାଣ୍ଡର ବିକ୍ରମକୁ ଖୋଜି ପାଇଲାନି ଆମେରିକୀୟ ମହାକାଶ ସଂସ୍ଥା ନାସା। ବିକ୍ରମକୁ ଖୋଜିବା ପାଇଁ ଅକ୍ଟୋବରରେ...

Coronavirus Update

Archives

Model This Week

Why Dharitri