ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ, ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ ଓ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ ପଡ଼ିଥାଏ। ଯାହା ଆପଣଙ୍କୁ ସଂକ୍ରମଣଠାରୁ ଦୂରେଇ ରଖିପାରିବ। ଜାଣନ୍ତୁ ସେ ସମ୍ପର୍କରେ …

ହେଙ୍ଗୁ: ବର୍ଷାଦିନେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ସେଥିରେ ହେଙ୍ଗୁ, ଧନିଆ ଓ ଜିରା ଅଧିକ ପରିମାଣରେ ପକାଇବା ଉଚିତ। କାରଣ ଏହା ପାଚନଶକ୍ତିକୁ ସୁଦୃଢ଼ ରଖିବା ସହ ସଂକ୍ରମଣରୁ ରକ୍ଷା କରିଥାଏ।

ତେଜପତ୍ର:  ବର୍ଷାଦିନେ ପାଣିରେ ତେଜପତ୍ର ଫୁଟାଇ ପିଇବା ଫଳରେ କାଶ ଓ ଥଣ୍ଡାରୁ ମୁକ୍ତି ମିଳିଥାଏ।

ଡାଲଚିନି:  ବର୍ଷାଦିନେ ଥଣ୍ଡା କାଶ ଓ ଥଣ୍ଡା ହେଉଥିଲେ ମହୁରେ ଅଳ୍ପ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଏହା ଦୂର ହୋଇଥାଏ।

ଜୁଆଣି: ବର୍ଷାଦିନେ ଉପୁଜୁଥିବା ପେଟ ଦରଜ, ଯନ୍ତ୍ରଣା ପାଇଁ ଜୁଆଣି ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷର ବାର୍ତ୍ତା

ସମଗ୍ର ବିଶ୍ୱରେ ହୃଦ୍‌ଜନିତ ସମସ୍ୟା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା। ଏ ନେଇ ଜନସାଧାରଣଙ୍କୁ ସଚେତନ କରାଇବା ଲାଗି ପ୍ରତିବର୍ଷ ସେପ୍ଟେମ୍ବର ୨୯କୁ ‘ବିଶ୍ୱ ହୃତ୍‌ପିଣ୍ଡ...

ମଧୁମେହ ଆଶଙ୍କା ବଢ଼ାଏ ଅନିଦ୍ରା

ଜଣେ ସାଧାରଣ ବ୍ୟକ୍ତି ଅତି କମ୍‌ରେ ରାତିରେ ୭/୮ ଘଣ୍ଟା ଶୋଇବା ଆବଶ୍ୟକ। ଯଦି ନିଦ ଠିକ୍‌ ଭାବେ ନ ହୁଏ ବା କମ୍‌ ସମୟ...

କିପରି କମାଇବେ ବିଜୁଳି ବିଲ୍‌

ବିଜୁଳି ବିଲ୍‌କୁ ନେଇ ଆପଣ ଚିନ୍ତିତ କି? ଯଦି ହଁ, ତେବେ ନିମ୍ନୋକ୍ତ କେତୋଟି ଟିପ୍ସକୁ ଆପଣାଇଲେ କିଛିମାତ୍ରାରେ ବିଜୁଳି ବିଲ୍‌ କମାଇ ପାରିବେ… ଯଦି...

ହୃଦ୍‌ରୋଗୀ ଓ ଶୀତଦିନ

ଶୀତଦିନେ ପରିବେଶ ଥଣ୍ଡା ରହିଥାଏ। ବେଳେବେଳେ କେତେକ ସ୍ଥାନରେ ତାପମାତ୍ରା ଶୂନ ଡିଗ୍ରୀ ତଳକୁ ଖସିଯାଏ। ଏହି ଋତୁରେ ବିଶେଷଭାବରେ ହୃଦ୍‌ରୋଗୀ ଅଧିକ ସତର୍କ ରହିବା...

ବେଶି ସମୟ ସୂର୍ଯ୍ୟନମସ୍କାର କରେ

ନିଜକୁ ଫିଟ୍‌ ରଖିବାକୁ ହେଲେ ଡାଏଟ୍‌ ଉପରେ ଅଧିକ ଗୁରୁତ୍ୱ ଦେବାକୁ ପଡ଼େ। ଫିଟ୍‌ ରହିବା ପାଇଁ ଶାରୀରିକ ପରିଶ୍ରମର ୪୦% ପ୍ରଭାବ ଥିବା ବେଳେ...

ଆଇକ୍ୟାଚି ଲାଗିବ ଲାପ୍‌ଟପ୍‌

ଆଜିକାଲି ପ୍ରାୟ ଯୁବପିଢ଼ି ଲାପଟପ୍‌ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ବିଶେଷକରି କରୋନା ପରଠୁ ଅନ୍‌ଲାଇନ୍‌ କ୍ଲାସ୍‌ ହେଉ କିମ୍ବା ଜବ୍‌ ପାଇଁ ଏହାର ବ୍ୟବହାର...

ବେଶ୍‌ ଉପକାରୀ କଦଳୀ ଚୋପା

କଞ୍ଚା ଅବା ପାଚିଲା କଦଳୀ ଉଭୟର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଅଧିକାଂଶ କ୍ଷେତ୍ରରେ କଦଳୀ ଖାଇବା ପରେ ଚୋପାକୁ ଫିଙ୍ଗି ଦିଆଯାଏ। କିନ୍ତୁ...

ସମସ୍ତ ଦୁଃଖର କାରଣ ହେଉଛି ପ୍ରେମ, ଜାଣନ୍ତୁ କାହିଁକି ଏପରି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

Advertisement
Archives

Model This Week