ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସରିବା ପରେ ଠାକୁରଙ୍କ ମହାସ୍ନାନ କରାଯିବ। ଏହାପରେ ପୁଣି ଭକ୍ତମାନେ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାରକୁ ବନକଲାଗି କୁହାଯାଇଥାଏ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତି କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୩୧।୧୦(ସ୍ବ.ପ୍ର.): ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ଜଜ୍‌ ଅନୀଲ କୁମାର ଦତ୍ତ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଜଣେ ୩୧ ବର୍ଷୀୟ...

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୪ ପ୍ରାର୍ଥୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ନାମାଙ୍କନ ପତ୍ର ବିଜେଡ଼ିର ୪ ପ୍ରାର୍ଥୀ ଦାଖଲ କରିଛନ୍ତି। ମୁଖପାତ୍ର ସସ୍ମିତ ପାତ୍ର, ମାନସ ମଙ୍ଗରାଜ,...

କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରି-ବିଡିଂ ବୈଠକ: ‘କମ୍ପାନୀ ହାତକୁ ଯିବାକୁ ଲାଗିବ ୨ ମାସ’

କଟକ ଅଫିସ,୧୯।୧୨: କଟକ ମହାନଗର ନିଗମ(ସିଏମ୍‌ସି)ର କଠିନ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଆହୁତ ଗ୍ଲୋବାଲ ଟେଣ୍ଡରର ବୁଧବାର ପ୍ରି-ବିଡିଂ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ଟି...

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୯।୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ(ବୈଦ୍ୟୁତିକ) ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ବୁଧବାର ସକାଳୁ...

ଆଇଟି ଟାଓ୍ବାର ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ୫-ଟି ସଚିବ ଭିକେ ପାଣ୍ଡିଆନ ସୋମବାର ଆଇଟି ଟାଓ୍ବାର ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ସତ୍ୟନଗରଠାରେ ନିର୍ମାଣାଧୀନ...

ପୁଣି ସଭାପତି ହଟାଇବାକୁ କଂଗ୍ରେସ ନେତାଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): କିଛିଦିନର ବିରତି ପରେ ପୁଣି କଂଗ୍ରେସର ପୁରୁଣା ରୋଗ ଦେଖିବା ପାଇଁ ମିଳିଛି। ଦଳର କେତେଜଣ ବରିଷ୍ଠ ନେତା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି...

ଫିଟୁଛି ପରୀ ମୃତ୍ୟୁ ଗୁମର: ବଳାତ୍କାର ପରେ କରାଯାଇଛି ହତ୍ୟା

ଭୁବନେଶ୍ୱର,୧୬।୧୨(ବ୍ୟୁରେ): ନୟାଗଡ଼ର ବହୁ ଚର୍ଚ୍ଚିତ ଶିଶୁ କନ୍ୟା ପରୀ ହତ୍ୟା ମାମଲାକୁ ନେଇ ଏସ୍‌ଆଇଟି ପକ୍ଷରୁ ବୁଧବାର ରିପୋର୍ଟ ଦାଖଲ ହୋଇଛି। ଏହି ରିପୋର୍ଟରେ ଚାଞ୍ଚଲ୍ୟକର...

Advertisement
Archives

Model This Week