ବନବିଭାଗର ଚଢ଼ାଉ: କାଠ ବୋଝେଇ ମିନିଟ୍ରକ୍‌ ଜବତ

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବନବିଭାଗ ପକ୍ଷରୁ ଶୁକ୍ରବାର ରାତିରେ ଚଢ଼ାଉ କରାଯାଇ ଯୋଡ଼ା ବ୍ଲକ ରୁଗୁଡି ଅଞ୍ଚଳରୁ ଏକ ଚୋରା କାଠ ବୋଝେଇ ମିନିଟ୍ରକ୍‌ ଜବତ ହୋଇଛି। ଉକ୍ତ ଗାଡ଼ିରେ ୧୦୦ ସିଫ୍ଟରୁ ଊର୍ଦ୍ଧ୍ୱ ମୂଲ୍ୟବାନ କାଠ ଥିବା ଜଣାପଡିଛି। ଏହି କାଠ ସେରେଣ୍ଡା ଜଙ୍ଗଲରୁ ଆସୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ଅଧିକ ତଦନ୍ତ ଚାଲିଥିବା ଏସିଏଫ ଘନଶ୍ୟାମ ମହାନ୍ତ ସୂଚନା ଦେଇଛନ୍ତି। ଏହା ପଛରେ ଆନ୍ତଃ ରାଜ୍ୟ କାଠ ଓ ମାଙ୍ଗାନିଜ୍‌ ମାଫିଆଙ୍କ ହାତଥିବା ଜଣାପଡ଼ିଛି। ସେମାନେ କାଠ ସହ ମାଙ୍ଗାନିଜ୍‌ ଚୋରା କାରବାର କରୁଥିବା ମଧ୍ୟ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବାସ ଯୋଜନାରୁ ବଞ୍ଚିତ: ଭଙ୍ଗା କୁଡ଼ିଆ ତଳେ ବିତୁଛି ଜୀବନ

ଗଣିଆ,୧୫।୯(ଡି.ଏନ.ଏ.)-ସମସ୍ତଙ୍କ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ମୌଳିକ ଆବଶ୍ୟକତା ଅଟେ । ଏହାକୁ ବାଦ୍‌ ଦେଇ ମଣିଷ ଚଳିବା କଷ୍ଟସାଧ୍ୟ। ଏହି ପ୍ରରିପ୍ରେକ୍ଷୀରେ ଆର୍ଥିକ...

ଛେଣ୍ତିପଦା ବ୍ଲକସଭା ଗୃହରେ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ

ଛେଣ୍ଡିପଦା,୫।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସଭାଗୃହ ଠାରେ ଶୁକ୍ରବାର ପଞ୍ଚାୟତି ରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ଛେଣ୍ଡିପଦା ବ୍ଲକ ଗୋଷ୍ଠୀ ଉନ୍ନୟନ...

ଆଜିଠୁ ୩୦ତମ କୋଣାର୍କ ଉତ୍ସବ: ନୂପୁରର ରୁଣୁଝୁଣୁ ଶବ୍ଦ ଅପେକ୍ଷାରେ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୧ା୧୨(ଡି.ଏନ୍‌.ଏ.): କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ରବିବାରଠାରୁ ଆରମ୍ଭ ହେବ ୩୦ତମ କୋଣାର୍କ ଉତ୍ସବ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ...

ନିଯୁକ୍ତି ଦାବିରେ ଲୋଡିଂ ବନ୍ଦ କଲେ ସ୍ଥାନୀୟବାସିନ୍ଦା: ପୋଲିସ ପକ୍ଷରୁ ଲାଠି ଚାର୍ଜ ଅଭିଯୋଗ

କେନ୍ଦୁଝର,୨୨।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ନୂଆଗାଁ ପଞ୍ଚାୟତ ଗୁହାଲଡିହି ସାଇଡିଂରେ ନିଯୁକ୍ତି ଦାବିରେ ଶୁକ୍ରବାର ସ୍ଥାନୀୟଲୋକେ କାରଖାନାକୁ ଟ୍ରକରେ ହେଉଥିବା ଲୋଡିଂକୁ ବନ୍ଦ କରିଛନ୍ତି। ସାମାଜିକ...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୨୬।୮(ଡି.ଏନ.ଏ)-ଭଞ୍ଜନଗର ଶଙ୍ଖସାହିର ଜଣେ ଯୁବକଙ୍କ ସନ୍ଦେହଜନକ ଭାବେ ରବିବାର ମୃତ୍ୟୁ ଘଟିଛି। ସେ ହେଲେ କାର୍ତ୍ତିକ ସାହୁ (୩୮)। ସୋମବାର ସକାଳେ ଘର ପାଖ ଲୋହରାଖଣ୍ଡି...

ବଲାଙ୍ଗୀର ଗସ୍ତରେ ପୋଲିସ ଡିଜି ଅଭୟ

ବଲାଙ୍ଗୀର ଅଫିସ,୨୧।୪: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ପୂର୍ବାହ୍ନରେ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ସେ ହେଲିକପ୍ଟର ଯୋଗେ ମନୋହରପୁର ପୋଲିସ ପଡ଼ିଆ ହେଲିପ୍ୟାଡରେ ପହଞ୍ଚି...

ଋଣ ବୋଝ ନେଲା ଚାଷୀଙ୍କ ଜୀବନ

ବରୀ,୯ା୯(ଡି.ଏନ.ଏ.): ସରକାର ଚାଷୀଙ୍କ ବିକାଶ ପାଇଁ ଅନେକ ଯୋଜନା କରୁଛନ୍ତି। ଏ ସବୁ ସତ୍ତ୍ୱେ ଚାଷୀ ଅବହେଳାର ଶିକାର ହୋଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ...

ଗଛ ତଳେ କ୍ୱାରେଣ୍ଟିନ୍‌ ଥିଲେ କରୋନା ଆକ୍ରାନ୍ତ

କୋକସରା, ୨।୫: କଳାହାଣ୍ଡି ଜିଲା କୋକସରା ବ୍ଲକ ଛିଲିପାମାଲ ଗ୍ରାମର ଜଣେ ଯୁବକ କରୋନା ଆକ୍ରାନ୍ତ ହେବା ପରେ ସଂଘରୋଧରେ ରହିବା ପାଇଁ ଘରେ କୌଣସି...

Advertisement


Archives

Model This Week