ବନବିଭାଗ ପକ୍ଷରୁ ଚଢ଼ାଉ: ଶାଳକାଠ ବୋଝେଇ ଅଟୋରିକ୍ସା ଜବତ, ଚାଳକ ଫେରାର

କେନ୍ଦୁଝର, ୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ବନ ଖଣ୍ଡ ଅଧୀନ ଦେଓଗାଁ ରେଞ୍ଜ ଭଗାମୁଣ୍ଡା ଗ୍ରାମ ମେଡିକାଲ ନିକଟରୁ ରବିବାର ରାତିରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବିଟ ହାଉସ ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଶାଳ କାଠ ବୋଝେଇ ଅଟୋ ଜବତ କରାଯାଇଛି। ଅଟୋ ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ଜବତ କାଠର ଆନୁମାନିକ ମୂଲ୍ୟ ୧୫ ହଜାର ଟଙ୍କା ହେବ।
କେଶଦୁରାପାଳକୁ ଅଟୋରିକ୍ସା ଯୋଗେ ଶାଳ କାଠ ଚୋରା ଚାଲାଣ ହେଉଥିବା ଖବର ମିଳିବା ପରେ ଏହି ଚଢାଉ ହୋଇଥିଲା। ତେବେ ଅଟୋ ଚାଳକ ଓ ମାଲିକ ଗିରଫ ହେବା ପରେ ଏହା ପଛରେ ଥିବା କାଠ ମାଫିଆଙ୍କ ର଼୍ୟାକେଟର ପର୍ଦ୍ଦାଫାଶ ହୋଇପରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚରେ ନାକଚ ହେଲା ୬ ନାମାଙ୍କନ: ୨ ସରପଞ୍ଚ, ୬ ସମିତିସଭ୍ୟ ଅପ୍ରତିନ୍ଦ୍ୱନ୍ଦ୍ୱୀ

ହିଞ୍ଜିଳିକାଟୁ,୨୨ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ହିଞ୍ଜିଳିକାଟୁ ବ୍ଲକରେ ଶନିବାର ଯାଞ୍ଚ ପରେ ୬ ନାମାଙ୍କନ ଖାରଜ ହୋଇଛି। ୩ ସମିତି ସଦସ୍ୟ, ୨ ସରପଞ୍ଚ ଓ...

ବିରୋଧରୁ ଫେରିଗଲା ପ୍ରବାସୀଙ୍କ ବସ୍‌

ଗୋପାଳପୁର,୧୯ା୫- କରୋନା ଭାରତରେ ଭୟଙ୍କର ରୂପେ ଧାରଣ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି। ଅନ୍ୟପଟେ ଗଞ୍ଜାମ ଜିଲାକୁ...

ଶ୍ରୀମନ୍ଦିରରେ ଅକ୍ଷୟବଟ

କଳ୍ପବଟ ମଧ୍ୟ ଅକ୍ଷୟବଟ ନାମରେ ପରିଚିତ। କଳ୍ପ ହେଉଛି କଳ୍ପନା। ବଟ ହେଉଛି ବୃକ୍ଷ। ଋଷି ବଶିଷ୍ଠଙ୍କ କାମଧେନୁ ପରି ଭକ୍ତଙ୍କର ମନୋବାଞ୍ଛା ପୂର୍ଣ୍ଣ କରୁଥିବାରୁ...

ରାସ୍ତା ଜାମରେ ଫସିଲା ବସ୍‌, ଅଫିସରଙ୍କ ଗାଡ଼ି

କାଳିଆପାଣି,୩ା୬(ଡି.ଏନ.ଏ.): ଯାଜପୁର ଜିଲାର କ୍ରୋମାଇଟ୍‌ ଖଣି ଅଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ଅସମ୍ଭାଳ ହୋଇପଡ଼ିଛି। ଫଳରେ ଶୁକ୍ରବାର ବସ୍‌ ଯାତ୍ରୀଙ୍କ ସହ ଖଣି କର୍ମଚାରୀ ଓ ଅଧିକାରୀମାନେ...

ଟି-ସେତୁରେ ଯାନବାହନ ଚଳାଚଳ ବନ୍ଦ ରହିବ

କଟକ ଅଫିସ,୪ା୨: କଟକ ଜିଲା ବଡ଼ମ୍ବା ସିଂହନାଥ ପୀଠରେ ଜାଗର ଉପଲକ୍ଷେ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ଆଶଙ୍କା ରହିଛି। ଏନେଇ କଟକ ଜିଲା ପ୍ରଶାସନ...

୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ...

ଫାର୍ମହାଉସରେ ବନବିଭାଗର ଚଢାଉ: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ବୁରାଟ ଗାଁରେ ଏକ ଫାର୍ମହାଉସ୍‌ ଭିତରୁ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ବନ ବିଭାଗ ଜବତ କରିଛି। ଏହି...

ଦିଗହରା କଳାକାର ସଂଘ: ବସୁନାହିଁ ବୈଠକ, ପରିବର୍ତ୍ତନ ହେଉନାହାନ୍ତି ସମ୍ପାଦକ

ନୟାଗଡ଼ ଅଫିସ,୩୧।୭(ରଞ୍ଜନ କୁମାର ପ୍ରଧାନ)-କଳା,ସଂସ୍କୃତି ଓ ଐତିହ୍ୟର ପୀଠ ନୟାଗଡ଼ ଜିଲା । ଦଣ୍ଡନାଚ, ବାଉଁଶରାଣୀ, ପାଲା , ଦାସକାଠିଆ, ଚଢ଼େୟା ଚଢ଼େୟାଣୀ ଭଳି ୧୪...

Advertisement
Archives

Model This Week