ବନାରସରୁ ଫେରି କ୍ବାରାଣ୍ଟାଇନରେ ରହିଲେ ୪୩ ତୀର୍ଥଯାତ୍ରୀ

ସରଣ୍ଡା,୧୭।୪(ଡି.ଏନ.ଏ): ଲକ୍‌ ଡାଉନ୍‌ କଟକଣା ଯୋଗୁ ବନାରସରେ ବରଗଡ଼, ସମ୍ବଲପୁର, ଢ଼େଙ୍କାନାଳ ଅଞ୍ଚଳର ସମୁଦାୟ ୪୩ଜଣ ତୀର୍ଥଯାତ୍ରୀ ଫସି ରହିଥିଲେ । ତେବେ ଗୁରୁବାର ରାତ୍ରିରେ ସେମାନେ ଏକ ବସ୍‌ ଯୋଗେ ଅତାବିରା ପହଞ୍ଚିଥିଲେ । ସେମାନେ ଏଠାକୁ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅତାବିରାସ୍ଥିତ ଆନନ୍ଦ ମଣ୍ଡପରେ କ୍ବାରାଣ୍ଟାଇନରେ ରଖାଯାଇଛି । ସେମାନଙ୍କ ମଧ୍ୟରେ ୧୯ଜଣ ପୁରୁଷ ଏବଂ ୨୪ଜଣ ମହିଳା ହୋଇଥିବାବେଳେ ଅତାବିରା ବ୍ଲକର ୨୨, ବରଗଡ଼ ବ୍ଲକର ୧୧, ଭେଡ଼େନ ବ୍ଲକର ୭, ଢ଼େଙ୍କାନାଳର ଜଣେ ଏବଂ ସମ୍ବଲପୁରର ୨ଜଣ ଅଛନ୍ତି । ଏମାନଙ୍କ ପାଇଁ ଖାଇବା ପିଇବା ଆଦି ସୁବିଧା କରାଯାଇଛି ବୋଲି ଅତାବିରା ତହସିଲଦାର ହୃଦାନନ୍ଦ ଅଡ଼ା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତାରେ ବ୍ୟାଖ୍ୟାନ କେନ୍ଦ୍ର ପ୍ରକଳ୍ପ

ପୁରୀ ଅଫିସ,୧୧।୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଐତିହ୍ୟ ଓ ପରମ୍ପରାକୁ ଅଧିକ ସୁଦୂରପ୍ରସାରୀ ତଥା ଲୋକାଭିମୁଖୀ କରିବା ପାଇଁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଇଣ୍ଟରପ୍ରିଟେଶନ ସେଣ୍ଟର...

ଶେଷରେ ଗିରଫ ହେଲେ ଏକାଧିକ ଅବକାରୀ ମାମଲା ରହିଥିବା ଅଭିଯୁକ୍ତ

ନିଶ୍ଚିନ୍ତକୋଇଲି,୨୫।୨(ସ୍ବ.ପ୍ର.): କଟକ ଜିଲା ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଦଳ ନିଶ୍ଚିନ୍ତକୋଇଲି ଅବକାରୀ ଥାନା ଅଧିନସ୍ଥ ନତକାଇ ପଞ୍ଚାୟତ ଏକରୁଖୀ ଗ୍ରାମର ଜନୈକ ବ୍ୟକ୍ତିଙ୍କ ଘର...

ମାଛ ଚାଷ ଦେଇଛି ପରିଚୟ

ବାରିପଦା ଅଫିସ,୩୦ା୫- ବର୍ତ୍ତମାନ ସମୟରେ ଜୀବିକା ବଞ୍ଚାଇବା କଷ୍ଟକର ହୋଇପଡ଼ିଛି। କରୋନା ମହାମାରୀ ଯୋଗୁ ପ୍ରବାସୀମାନେ ଘରମୁହାଁ ହେଉଛନ୍ତି। ସେହିଭଳି ଅନେକ ସ୍ଥାନରେ ଯୁବତୀଯୁବକମାନେ ଚାକିରି...

ଟିଟିଲାଗଡ଼ କୋର୍ଟରେ ଗୋବିନ୍ଦ

ଟିଟିଲାଗଡ଼, ୧୦ା୨(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ତଥା ଗିରଫ...

ଅଗଣାରେ ଶୋଇଥିଲେ ଯୁବକ: ସାପ କାମୁଡ଼ାରେ ଜୀବନ ଗଲା

ଦେବଗଡ,୨୬ା୪(ଡି.ଏନ.ଏ.):ଦେବଗଡ ଥାନା ଅଧୀନ ଖଜୁରୀବାହାଳ ଗ୍ରାମରେ ଶନିବାର ରାତିରେ ସାପ କାମୁଡାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ ଖଜୁରୀବାହାଳ ଗ୍ରାମର ସତାରୀ ସାମାଡ(୨୬)...

ବିଧାୟକଙ୍କୁ ଆକ୍ରମଣ ଘଟଣା : ୫ ଗିରଫ

କେନ୍ଦୁଝର,୧୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ...

ରକ୍ତଭଣ୍ଡାର ଖାଲି, ଆବଶ୍ୟକଠାରୁ ସଂଗ୍ରହ କମ୍‌

ବ୍ରହ୍ମପୁର ଅଫିସ୍‌,୧୭ା୪-ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତ ଖାଲି ହେବାରେ ଲାଗିଛି । ଏପରିକି ଅତ୍ୟାବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ଦେବା ପାଇଁ ରକ୍ତ...

ହକି ଟର୍ଫ

ରାଜ୍ୟ ସରକାର ହକି ଖେଳାଳିମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଗ୍ରାମାଞ୍ଚଳରେ ମିନି ଷ୍ଟାଡିୟମ ଓ ଖେଳ ପଡିଆ ଉନ୍ନତୀକରଣ କରାଯାଉଛି।...

Advertisement
Archives

Model This Week