ବନ୍ତଳା ଷ୍ଟେଟ୍‌ ବ୍ୟାଙ୍କ ଶାଖାରେ ଡକାୟତି

ଅନୁଗୋଳ ଅଫିସ,୧୭।୨: ଅନୁଗୋଳ ଜିଲା ବନ୍ତଳା ଥାନା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ବନ୍ତଳା ଶାଖାରେ ରବିବାର ରାତିରେ ଡକାୟତି ହୋଇଛି। ବ୍ୟାଙ୍କ ମ୍ୟାନେଜର କାର୍ଯ୍ୟାଳୟ ଗୃହ କବାଟ ତାଲା ତଡ଼ା ହୋଇଥିବା ବେଳେ କମ୍ପ୍ୟୁଟର,ହାଡ୍‌ଡିକ୍ସ ଆଦି ନେଇ ଯାଇଥିବା ଜଣାପଡୁଛି। ଏଥି ସହିତ ଷ୍ଟ୍ରଙ୍ଗ ରୁମ୍‌ ବିଷୟରେ କିଛି ଜଣାପଡ଼ିନାହିଁ। ପୂବାହ୍ନ ୧୦ଟା ସୁଦ୍ଧା ଘଟଣାସ୍ଥଳରେ ପୋଲିସ ପହଞ୍ଚି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ପଡିଛି ମଣିଷ ପଣିଆ: ଆହାରକେନ୍ଦ୍ର ଶେଷ ଠିକଣା

ଚାନ୍ଦବାଲି,୬ା୧୧(ଡି.ଏନ.ଏ.)-ଆଖିକୁ ଭଲ ଦେଖାଯାଉ ନ ଥିବା ଜଣେ ୯୦ ବର୍ଷର ବୃଦ୍ଧାଙ୍କୁ କେହି ଆଣି ଭଦ୍ରକ ଜିଲା ଚାନ୍ଦବାଲି ଏନଏସି ଆହାର କେନ୍ଦ୍ର ବାରଣ୍ଡାରେ ସୋମବାର...

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୯।୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ(ବୈଦ୍ୟୁତିକ) ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ବୁଧବାର ସକାଳୁ...

ଦୁର୍ନୀତି ବିରୋଧରେ ଭାଜପାର ବିକ୍ଷୋଭ

ବନ୍ତ,୯।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଭାଜପା ପକ୍ଷରୁ ବିଭିନ୍ନ ଦୁର୍ନୀତି ବିରୋଧରେ ଶୁକ୍ରବାର ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ଭାଜପା ନେତା ବଦ୍ରି...

ନାବାଳିକାଙ୍କୁ ଅପହରଣ, ହତ୍ୟା ମାମଲା: ତଦନ୍ତ ଆରମ୍ଭ, ଅଭିଯୁକ୍ତ କୋର୍ଟ ଚାଲଣ

ରସୁଲପୁର, ୪ା୮(ଡିଏନଏ): ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ କରଜଙ୍ଗା ଗ୍ରାମର ତ୍ରିଲୋଚନ ଭୋଇଙ୍କ ଘରୁ ଶୁକ୍ରବାର ପୂର୍ବାହ୍ନରେ କୁଆଖିଆ ଥାନା ପୋଲିସ ପକ୍ଷରୁ ଜଣେ ନାବାଳିକା...

ପାଟଣାଗଡ଼ ଜୁଏଲେରି ଦୋକାନରୁ ଡକାୟତି

ବଲାଙ୍ଗୀର ଅଫିସ,୬ା୮: ପାଟଣାଗଡ ମେନରୋଡଠାରେ ଥିବା ଅମୃତ କଳସ ଜୁଏଲେରି ଦୋକାନରୁ ଶୂୁକ୍ରବାର ଅପରାହ୍ଣରେ ଏକ ବଡଧରଣର ଡକାୟତି ହୋଇଛି। ୬ ଜଣ ଡକାୟତ ଦୋକାନ...

ଏ-୧ ଗ୍ରେଡ୍‌ଧାରୀଙ୍କୁ ସମ୍ବର୍ଦ୍ଧନା:‘ବୌଦ୍ଧିକ ଜ୍ଞାନ ବିକଶିତ କର’

ଢେଙ୍କାନାଳ ଅଫିସ, ୪।୬ କଠିନ ପରିଶ୍ରମ, ନିଷ୍ଠା, ଅଧ୍ୟାବସାୟ ବିଦ୍ୟାର୍ଥୀ ଜୀବନର ମୂଳ ପୁଞ୍ଜି। ଦକ୍ଷତା ଏବଂ ବୌଦ୍ଧିକ ଜ୍ଞାନ ବିକଶିତ ହେଲେ ଛାତ୍ରୀଛାତ୍ରମାନେ ସଫଳ...

୧୧୭ ସଂସ୍ଥାର ବହୁ କୋଟି ବକେୟା

କଟକ ଅଫିସ,୩ା୧୨: ସମ୍ବଲପୁର ସିଟି,ଜିଏସ୍‌ଟି ସର୍କଲ-୨ ଅଧୀନ ୧୧୭ ବ୍ୟକ୍ତିଗତ ଓ ବାଣିଜି୍ୟକ ସଂସ୍ଥାର କୋଟି କୋଟି ଟଙ୍କା ବକେୟା ପଡ଼ିଛି। ଗତ ନଭେମ୍ବର ୨୫ତାରିଖ...

୨ଦିନ ପରେ ନିଖୋଜ ବୃଦ୍ଧଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

ପଟ୍ଟାମୁଣ୍ଡାଇ,୨୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ପାଣ୍ଡି ଅଧୀନ ପେଣ୍ଠପାଳ ପଞ୍ଚାୟତ ଦାଣ୍ଡିସାହି ଗ୍ରାମ ଠାକୁରାଣୀ ପୋଖରୀରୁ ବୁଧବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର...

Advertisement
Archives

Model This Week