ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌ ବୁଧବାର ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ଏହାକୁ ଲକ୍ଷ୍ୟ କରି ଘରୋଇ ବସ ଚଳାଚଳ ନ କରିବାକୁ ନିଷ୍ପତ୍ତି ନିଆଯାଇଛି। ବନ୍ଦ ସମୟରେ କୌଣସି ଅଘଟଣ ଘଟିବା ଆଶଙ୍କା କରି ଘରୋଇ ବସ୍‌ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି। କିନ୍ତୁ ଭାରତ ବନ୍ଦ ଡାକରା ପରେ ବି ‘ମୋ ବସ୍‌’ଚଳାଚଳ ସ୍ବାଭାବିକ ରହିବ। ମୋ ବସ୍‌ ଚଳପ୍ରଚଳ କରିବା ସହ ଲୋକଙ୍କୁ ସେବା ଯୋଗାଇବ ବୋଲି କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସୂଚନା ମିଳିଛି। ମଙ୍ଗଳବାର ସନ୍ଧ୍ୟାରେ କ୍ରୁଟ ପକ୍ଷରୁ ଟୁଇଟ୍‌ କରାଯାଇ ଏହି ସୂଚନା ଦିଆଯାଇଥିବା ବେଳେ ମୋ ବସ୍‌ ଉପରେ ନିର୍ଭର କରୁଥିବା ଲୋକଙ୍କୁ ନିରନ୍ତର ସେବା ପ୍ରଦାନ କରାଯିବ ବୋଲି କ୍ରୁଟ୍‌ ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ଅଷ୍ଟ୍ରେଲିଆନ ଅଙ୍ଗୁର

ପୁରୀ ଅଫିସ, ୧୫।୯: ସାଧାରଣତଃ ଥଣ୍ଡା ଜଳବାୟୁ ପରିବେଶଭିତ୍ତିକ ଅଞ୍ଚଳରେ ଅଙ୍ଗୁର ଚାଷ କରାଯାଇଥାଏ। କିନ୍ତୁ ପୁରୀରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସମୁଦ୍ର କୂଳିଆ...

ଆସନ୍ତା ୨ରେ କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ସମ୍ବଲପୁର,୩୧।୧୦(ବ୍ୟୁରୋ): ଆସନ୍ତା ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲା ଗସ୍ତ କରିବେ। ଏ ନେଇ ସରକାରୀ ଭାବେ ସୂଚୀ ଜାରି କରାଯାଇଛି ।...

ସୁକନ୍ୟା ଯୋଜନାରେ ଜମାରାଶି ଆତ୍ମସାତ ଅଭିଯୋଗ, ମୁଖ୍ୟ ଡାକଘର ସମ୍ମୁଖରେ ଧାରଣା ଦେଲେ ଉପଭୋକ୍ତା

ବରଗଡ ଅଫିସ, ୨୦।୧- ବରଗଡ ବ୍ଳକ ଅନ୍ତର୍ଗତ ବରାହଗୋଡାସ୍ଥିତ ଡାକଘରରେ ସୁକନ୍ୟା ଯୋଜନାରେ ଜମା ହୋଇଥିବା ଜମାରାଶିକୁ କିଛି ଡାକ କର୍ମଚାରୀ ଆତ୍ମସାତ୍‌ କରିଥିବା ଅଭିଯୋଗ...

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ...

ସଙ୍କୁଚିତ ହେଉଛି ସରକାରୀ ଜମି

ଯାଜପୁର ଅଫିସ,୨୫ା୭: ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ଯାଜପୁର ଜିଲା ପ୍ରଶାସନର ନୀତି ଅସ୍ପଷ୍ଟ ଓ ବିଚିତ୍ର। କେତେକ ସ୍ଥାନରେ ଜବରଦଖଲ ଯୋଗୁ ସରକାରୀ...

ଭଉଣୀ- ଭାଇ ମିଶି ଝାରସୁଗୁଡ଼ାର ବିକାଶ କରିବୁ : ଦୀପାଳି

ବ୍ରଜରାଜନଗର,୯ା୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ସରବାହାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ...

୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ୬ ଜିଲାରେ ହାଲ୍‌କା ବର୍ଷା ସମ୍ଭାବନା ରହିଛି। କନ୍ଧମାଳ, ନୟାଗଡ଼, ଗଜପତି, ଗଞ୍ଜାମ, କଟକ, ଢେଙ୍କାନାଳ ଜିଲାରେ ବର୍ଷା ହୋଇପାରେ...

ଦେହଜୀବୀଙ୍କୁ ତୁରନ୍ତ ମାଗଣା ରାଶନ ସାମଗ୍ରୀ ଦିଅ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଦେହଜୀବୀମାନେ ବହୁ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କୁ ତୁରନ୍ତ ମାଗଣାରେ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ସୁପ୍ରିମକୋର୍ଟ ଓଡ଼ିଶା ସମେତ...

Advertisement
Archives

Model This Week