ବନ୍ଦର କର୍ମଚାରୀଙ୍କୁ ମିଳିବ ୫୦ ଲକ୍ଷ କ୍ଷତିପୂରଣ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣରେ କୌଣସି ବନ୍ଦର କର୍ମଚାରୀଙ୍କ ଓ ଶ୍ରମିକଙ୍କର ମୃତ୍ୟୁ ଘଟିଲେ ସେମାନଙ୍କୁ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରାଯିବ। ଜାହାଜ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏହି ଘୋଷଣା କରାଯାଇଛି। ଦେଶର ସବୁ ପ୍ରମୁଖ ବନ୍ଦରର କର୍ମଚାରୀ ଓ ଶ୍ରମିକଙ୍କ ସହ ଏହି କ୍ଷତିପୂରଣ ସୁବିଧା ଠିକା ଓ ଚୁକ୍ତି ଭିତ୍ତିକ ଶ୍ରମିକ, କର୍ମଚାରୀଙ୍କୁ ମିଳିବ। ମୃତବ୍ୟକ୍ତିଙ୍କ ପରିବାରର ଉତ୍ତରାଧିକାରୀ ତାଙ୍କ ଉପରେ ନିର୍ଭରଶୀଳ ବ୍ୟକ୍ତି ଉପଯୁକ୍ତ ଦାବିଦାର ଏହି ଅର୍ଥ ପାଇପାରିବେ। ବର୍ତ୍ତମାନ ସମୟରେ ବନ୍ଦରରେ କର୍ମଚାରୀ କାର୍ଯ୍ୟ ଜାରି ରଖିଛନ୍ତି। ସେମାନେ ସଂକ୍ରମିତ ହେବାର ଆଶଙ୍କା ରହିଥିବାରୁ ସହାୟତା ପ୍ରଦାନ ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତ ବର୍ଷ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଦୀପାବଳି: ଜନବସତି ଭିତରେ ବେଆଇନ ବାଣ କାରଖାନା, ପ୍ରଶାସନିକ ଅନୁମତି ବିନା ଚାଲିଛି ବାଣ ଭିଡ଼ା

ମହାକାଳପଡ଼ା,୪ା୧୧(ପ୍ରତାପ ): ଆସୁଛି ଆଲୋକର ପର୍ବ ଦୀପାବଳି। ଖୁସି ଓ ଉତ୍ସାହର ଏହି ପରିବେଶ ଭିତରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ଚିନ୍ତାଜନକ ସ୍ଥିତି…

ବିରାଟଙ୍କ ଅର୍ଦ୍ଧଶତକ, ପ୍ରଥମ ଦିନିକିଆରେ ଭାରତର ଦମ୍‌ଦାର ବିଜୟ; ୫ ୱିକେଟ୍‌ରେ ହାରିଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତର ଦମ୍‌ଦାର ବିଜୟ ହୋଇଛି । ବୁଧବାର ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା ମ୍ୟାଚ୍‌ରେ ଡକ୍‌ୱର୍ଥ-ଲୁଇସ୍‌-ଷ୍ଟର୍ନ (DLS) ନିୟମ…

୩ଟି ଦାମୀ କାର୍‌ରୁ ୬୭ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ, ୬ ଗିରଫ

ଖୋର୍ଦ୍ଧା, ୪।୧୧ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବିରୋଧରେ ଚଢ଼ାଉ କରି ପୋଲିସ ୩ଟି ଦାମୀ କାର୍‌ରୁ…

ମାଲକାନଗିରିରେ ଲଗାଣ ବର୍ଷାର କୋପ: ପୁରୀଗୁଡ଼ା ପାହାଡ଼ରୁ ଖସିଲା ବଡ଼ ବଡ଼ ପଥର, ଭୟଭୀତ ଗ୍ରାମବାସୀ

ମାଲକାନଗିରି,୪।୧୧(ଦୁର୍ଯ୍ୟୋଧନ ପାତ୍ର): ଲଗାଣ ବର୍ଷାର ପ୍ରଭାବରେ ମାଲକାନଗିରି ଜିଲାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ପ୍ରାକୃତିକ ବିପତ୍ତିର ଆଶଙ୍କା ସୃଷ୍ଟି ହୋଇଛି। ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ…

ବଢୁଛି ରାମଚରଣଙ୍କ କ୍ରେଜ୍‌: ଗୋଟିଏ ଫିଲ୍ମ ପାଇଁ ଡିମାଣ୍ଡ୍‌ କଲେ ଏମିତି କୋଟି

୨୦୨୭ ମସିହା ଦକ୍ଷିଣ ଭାରତୀୟ ସିନେମା ଜଗତ ପାଇଁ ଖାସ ହେବାକୁ ଯାଉଛି। ମହେଶ ବାବୁଙ୍କ ‘ବାରାଣସୀ’ଠାରୁ ଆରମ୍ଭ କରି ଅଲ୍ଲୁ ଅର୍ଜୁନ, ପ୍ରଭାସ ଓ ଜୁନିୟର…

ଉଦଳାରେ ଇଡିର ବଡ଼ଧରଣର ଚଢ଼ାଉ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ଟ୍ରେଡିଂ କମ୍ପାନୀ ମୁଖ୍ୟଙ୍କ ଘରେ ଯାଞ୍ଚ

ଉଦଳା, ୪।୧୧(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅନ୍ତର୍ଗତ ବିଶୋଳ ଗ୍ରାମରେ ବୁଧବାର ସକାଳୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ସ୍ୱତନ୍ତ୍ର ଟିମ୍‌ ବଡ଼ଧରଣର ଚଢ଼ାଉ…

ବର୍ଷା ଯୋଗୁ ମ୍ୟାଚରେ ଓଭର ହ୍ରାସ: ଭାରତ ସାମ୍ନାରେ ରହିଛି ନୂଆ ଲକ୍ଷ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ସମୀକରଣ

ନୂଆଦିଲ୍ଲୀ, ୪।୧୧: ବର୍ଷା ପ୍ରଭାବିତ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ମ୍ୟାଚରେ ଓଭର ସଂଖ୍ୟା ହ୍ରାସ କରାଯାଇଛି। ବର୍ତ୍ତମାନ ଭାରତୀୟ ଇନିଂସ ୪୦ ଓଭରର ହେବ ଏବଂ ଏହାର…

ଦିନିକିଆରେ ସର୍ବାଧିକ ଥର ‘ଶୂନ୍ୟ’ରେ ଆଉଟ ହୋଇଥିବା ୫ ଭାରତୀୟ: ତାଲିକାରେ କେଉଁ ସ୍ଥାନକୁ ଗଲେ ରୋହିତ ଶର୍ମା? ଜାଣନ୍ତୁ

ନୂଆଦିଲ୍ଲୀ, ୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଜିତିବା ପାଇଁ ଭାରତକୁ ୧୮୬ ରନର ଲକ୍ଷ୍ୟ ମିଳିଥିଲା, ଯାହାର ପିଛା କରିବାକୁ ଯାଇ ଆରମ୍ଭ ଭଲ ରହିନଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?