ବନ୍ଦହେଲା ‘ଇଣ୍ଡିଆ ଆବ୍ରୋଡ୍‌’

ନ୍ୟୁୟର୍କ,୩୧ା୩: ଆମେରିକାରେ ଗତ ୫୦ବର୍ଷ ଧରି ଭାରତୀୟ ସମାଜର ଆଇନା ପାଲଟିଥିବା ଭାରତୀୟ ଖବରକାଗଜ ‘ଇଣ୍ଡିଆ ଏବ୍ରଡ୍‌’ ସୋମବାର ଶେଷଥର ଲାଗି ଛପାଯାଇଛି। ନ୍ୟୁୟର୍କ ସହରର ଏହି ସାପ୍ତାହିକ ଖବରକାଗଜର ପ୍ରକାଶକ ଗୋପାଳ ରାଜୁ ୧୯୭୦ରେ ଏହାକୁ ପ୍ରକାଶ କରି ସେଠାରେ ରହୁଥିବା ଭାରତୀୟଙ୍କ ମନ ଜିଣିଥିଲେ। ପରେ ୨୦୦୧ରେ ରେଡିଫ ଡଟ୍‌ କମ୍‌ ଏହି ଖବରକାଗଜକୁ ରାଜୁଙ୍କଠାରୁ କିଣିଥିଲା। ଏହା ପରେ ୨୦୧୬ରେ ରେଡିଫ ୮କେ ମାଇଲ୍ସ ମିଡିଆ ଇଙ୍କ୍‌କୁ ଏହି ମାଲିକାନା ବିକ୍ରି କରିଦେଇଥିଲା। ସମ୍ପ୍ରତି ଏହି ଖବରକାଗଜର ପ୍ରକାଶକ ସୁରେଶ ଭେଙ୍କଟାଚାରୀ ପ୍ରକାଶନ ବନ୍ଦ ହେବା ନେଇ ମାର୍ଚ୍ଚ ୨୭ରେ ସୂଚନା ଦେଇଥିଲେ। ଇଣ୍ଟରନେଟ ଚାହିଦା ବୃଦ୍ଧି ଯୋଗୁ ଖବରକାଗଜର ପ୍ରସାର ହ୍ରାସ ପାଉଥିବା ସେ କହିବା ସହ ମାର୍ଚ୍ଚ ୩୦ରେ ଶେଷଥର ଛପାଯିବ ବୋଲି ସେ ପ୍ରକାଶ କରିିଥିଲେ। ଇଣ୍ଡିଆ ଏବ୍ରଡ୍‌ ବନ୍ଦ ହେବା ଫଳରେ ଆମେରିକାରେ ରହୁଥିବା ଭାରତୀୟମାନେ ନିଜ ଦେଶର ଟିକିନିଖି ଖବର ଜାଣିବାରେ ଅସୁବିଧାର ସମ୍ମୁଖୀନ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri