‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି ଗୋଟିଏ ମାତ୍ର ପ୍ରସ୍ତାବକୁ ପାରିତ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍‌ ଏନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri