ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା, ବରଗଡ଼ରେ ବିରୋଧ

ବରଗଡ଼ ଅଫିସ୍‌,୯।୬- ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ବିରୋଧ କରିଛି। ଏହିକ୍ରମରେ ମଙ୍ଗଳବାର ବରଗଡ଼ ଗାନ୍ଧୀଛକରେ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚର କର୍ମକର୍ତ୍ତାମାନେ ବିରୋଧ ପ୍ରଦର୍ଶନ କରିଥିଲେ। ହାତରେ କଳା ପତାକା ଏବଂ ପ୍ଲାକାର୍ଡ଼ ଧରି ସେମାନେ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ। ପ୍ରମୋଦ ଝାଙ୍କର, ସୁରେନ୍ଦ୍ର ପଣ୍ଡା, ଅଜିତ ପତି, ଦିପକ ଦାଶ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାୟୋ ଡିଗ୍ରେଡେବଲ୍‌ ବୋତଲରେ ଆସିବ ରେଲ୍‌ ନୀର୍‌

ଭୁବନେଶ୍ୱର, ୭।୧୦: (ବ୍ୟୁରୋ): ଟ୍ରେନ୍‌ ଓ ଷ୍ଟେଶନରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ଏକକ ବ୍ୟବହୃତ ପ୍ଲାଷ୍ଟିକକୁ ନିଷିଦ୍ଧ କରିବା ସହ ବିକଳ୍ପ ପଦକ୍ଷେପ ନେଇଛି...

ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା କାର୍‌: ଜଣେ ମୃତ, ୩ ଗୁରୁତର

ବାହାନଗା,୧୪।୯(ଡି.ଏନ.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଓଳିଆପାଟଣା ଠାରେ ଏକ କାର୍‌ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି। ଫଳରେ...

ରାଜ୍ୟରେ ସୁସ୍ଥ ହେଲେ ୧୩୧୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର, ୮।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୩୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୯୪, ମୟୂରଭଞ୍ଜରୁ...

ଇଡ୍‌କୋ ଉଦ୍ୟୋଗ ସଂଶୋଧନ ଯୋଜନାର ସମୀକ୍ଷା କଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍‌କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍‌ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍‌କୋ) ଦ୍ବାରା...

ରୋଜଗାର ଦେଉଛି ମହୁଲଫୁଲ

ଉମରକୋଟ, ୩୦।୩(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ବଣ ପାହାଡ଼ ମହୁଲଫୁଲର ମହମହ ବାସ୍ନାରେ ମହକୁଛି। ଅଧିକାଂଶ ଆଦିବାସୀ ମହୁଲଫୁଲ ସଂଗ୍ରହକରି ପରିବାର ପୋଷଣ କରନ୍ତି।...

କୁସଂସ୍କାର ଦୂରୀକରଣ ଉପରେ ଗୁରୁତ୍ୱ

ମୁରିବାହାଲ,୨।୮(ଡି.ଏନ.ଏ.)- ବଲାଙ୍ଗୀର ଜିଲା ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଗତ ୩୧ତାରିଖଠାରୁ ଆରମ୍ଭ ହୋଇଥିବା ସାମାଜିକ ଏବଂ ଆଧ୍ୟାତ୍ମିକ ସଚେତନା ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି।...

କରୋନା କଟକଣା, ହନ୍ତସନ୍ତ ହେଉଛନ୍ତି ମତ୍ସ୍ୟଜୀବୀ

ପାରାଦୀପ, ୨୭।୩ (ସ୍ବ.ପ୍ର.)-ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ସକାଶେ ଲକ୍‌ଡାଉନ୍‌ କରାଯାଇଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ପାରାଦୀପ ମାଛଧରା ବନ୍ଦର ପରିସରରେ ଥିବା ହଜାରରୁ...

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

Advertisement
Archives

Model This Week