‘ବନ୍ଦେ ଉତ୍କଳ ଜନନୀ’ରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

କର୍ଲାମୁଣ୍ଡା,୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତ ଓ ସରକାରୀ ବେସରକାରୀ ଅନୁଷ୍ଠାନରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି। ଶାନ୍ତିନଗରପଡାରେ ବିଜେଡି ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ପୂର୍ଣ୍ଣମୟୀ ସ୍ବୟଂ ସହାୟକ ଦଳର ସଭ୍ୟାମାନେ ସହଯୋଗ କରିଥିଲେ। ବିଜେଡି ବ୍ଲକ ସଭାପତି ସୁରେନ୍ଦର ସାହୁ, କ୍ରିଷ୍ଣା ସାହୁ, ମଧୁସ୍ମିତା ସାହୁ, ଜ୍ୟୋତ୍ସ୍ନା ସାହୁ, ପ୍ରିୟଙ୍କା ସାହୁ, ଟୁନି ସାହୁ, ଲକି ସାହୁ ପ୍ରମୁଖ ଛାତ୍ରୀମାନେ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ। ତହସିଲ କାର୍ଯ୍ୟାଳୟ, କର୍ଲାମୁଣ୍ଡା ଫାଣ୍ଡି, ବ୍ଲକ କାର୍ଯ୍ୟାଳୟ, ଯୋରାଡବରା ସମବାୟ ସମିତିରେ ମଧ୍ୟ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ

ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri