‘ବନ୍ଦେ ଉତ୍କଳ ଜନନୀ’ ଗାଇଲେ ଆଶା ଭୋସଲେ, ଶଙ୍କର ମହାଦେବନ

ବମ୍ବେ: ପ୍ରଖ୍ୟାତ ଗାୟିକା ଆଶା ଭୋସଲେ, ଗାୟକ ଶଙ୍କର ମହାଦେବନ୍‌ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’। ଉଭୟ ନିଜ ଟୁଇଟର ପୃଷ୍ଠାରେ ଏହାର ଭିଡିଓ ଶେୟାର କରିଛନ୍ତି। ମହାଦେବନ୍‌ ଏହାକୁ ପ୍ରଯୋଜନା କରିଥିବା ବେଳେ ନୀଳ ମାଧବ ପଣ୍ଡା ଏହାକୁ ନିର୍ଦ୍ଦେଶନା ଦେଇଥିବା ଆଶା କହିଛନ୍ତି। ଦିନ ରାତି ଏକ କରି ଆଗଧାଡ଼ିରେ କରୋନା ସହ ଲଢ଼ୁଥିବା ଯୋଦ୍ଧାମାନଙ୍କୁ ଏହା ସମର୍ପିତ। ପ୍ରତିଟି ଓଡ଼ିଆ ସହ ମିଶି ଚାଲ ଏହା ଗାଇବା ବୋଲି ଆଶା କହିଥିବା ଦେଖିବାକୁ ମିଳୁଛି। ସେହିଭଳି ମହାଦେବନ୍‌ ମଧ୍ୟ ଏହାକୁ ଶେୟାର କରିଛନ୍ତି।

କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇ ସେମାନଙ୍କୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ବନ୍ଦେ ଉତ୍କଳ ଜନନୀ’ସଂଗୀତ ଗାନ କରିବାକୁ ଆହ୍ବାନ ଦେଇଥିଲେ। ବିଶ୍ୱର ଯେକୌଣସି କୋଣରେ ଥିବା ଓଡ଼ିଆ ଏଥିରେ ନିଜକୁ ସାମିଲ କରନ୍ତୁ। ଯୋଦ୍ଧାଙ୍କ ପାଇଁ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରନ୍ତୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟଙ୍କୁ ଟ୍ବିଙ୍କଲ୍‌ଙ୍କ ପ୍ରଶଂସା

ଅକ୍ଷୟ କୁମାରଙ୍କୁ ବଲିଉଡ୍‌ର ଖେଳାଳି କୁହାଯାଏ। ୫୦ ବର୍ଷ ପାରି ହୋଇଥିବା ଆକ୍ଟରଙ୍କ ମଧ୍ୟରେ ଅକ୍ଷୟ ହେଉଛନ୍ତି ସବୁଠୁ ଫିଟ୍‌। ଅକ୍ଷୟ ସବୁଥିରେ ପାରଙ୍ଗମ ବୋଲି...

ଏଭଳି ଭାବେ ଆଲିଆଙ୍କୁ ପ୍ରପୋଜ୍‌ କରିଥିଲେ ରଣବୀର!

ବମ୍ବେ: ପ୍ରଥମେ ବିବାହ ଆଉ ଏବେ ମାତାପିତା ହେବାକୁ ଯାଉଥିବା ନେଇ ଘୋଷଣା କରି ଚର୍ଚ୍ଚାରେ ବଲିଉଡର ଅନ୍ୟତମ ଲୋକପ୍ରିୟ ଯୋଡ଼ି ଆଲିଆ ଭଟ୍ଟ-ରଣବୀର କପୁର।...

ଏହି ବିଳାସପୂର୍ଣ୍ଣ ଫ୍ଲାଟ୍‌ରେ ରହିବେ ବିରାଟ-ଅନୁଷ୍କାଙ୍କ ଲାଡ୍‌ଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ୧୧ ଜାନୁୟାରୀ, ୨୦୨୧ରେ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ଦମ୍ପତି...

ଘରେ ବସି କପିଲ ଶର୍ମାଙ୍କ କମେଡି ଶୋ’ରେ ନେଇପାରିବେ ଭାଗ, ଜାଣନ୍ତୁ କେମିତି

ଲକ୍‌ଡାଉନ୍‌ ଯୋଗୁ ଗତ ମାର୍ଚ୍ଚ ମାସରୁ ସମସ୍ତ ଟିଭି ସିରିଏଲ ଶୁଟିଂ ବନ୍ଦ ରହିଛି। ପାଖାପାଖି ୪ ମାସ ପରେ ଏବେ ଧୀରେ ଧୀରେ ଶୁଟିଂ...

ଲକ୍‌ଡାଉନ୍‌ ସମୟରେ ମା’ କରୀନାଙ୍କୁ ସୁନ୍ଦର ଉପହାର ଦେଲେ ତୈମୁର

ମୁମ୍ବାଇ: ଲକ୍‌ଡାଉନ୍‌ ପାାଇଁ ବଲିଉଡ୍‌ କଳାକାରମାନେ ଏବେ ଘରେ ସମୟ ବିତାଉଛନ୍ତି। ଏହି ଅବସରରେ କଳାକାରମାନେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖିବାକୁ ମିଳୁଛି।...

କିମିଆଁ କଲେ ନିଆ

ବମ୍ବେ: ଟେଲିଭିଜନ ଷ୍ଟାର ନିଆ ଶର୍ମା ଜଣେ ଲୋକପ୍ରିୟ ଅଭିନେତ୍ରୀ ହେବା ସହ ଦମ୍‌ଦାର ନୃତ୍ୟଶିଳ୍ପୀ ମଧ୍ୟ । ଏବେ ସେ କୌଣସି ଧାରାବାହିକରେ ନଜର...

ଅଙ୍ଗରକ୍ଷୀଙ୍କୁ ମୋଟା ଅଙ୍କର ଦରମା ଦେଇଥାନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ହେଉ କି ହଲିଉଡ୍‌ ଇଣ୍ଡଷ୍ଟ୍ରିରେ ସେଲିବ୍ରିଟି ହେବା ବଡ଼ କଥା। ପ୍ରତ୍ୟେକ ଜିନିଷର ଦାମ୍‌ ଜଣେ ଷ୍ଟାରଙ୍କୁ ହିଁ ନିର୍ଣ୍ଣୟ କରିବାକୁ ପଡ଼ିଥାଏ। ସାଧାରଣତଃ...

ଚର୍ଚ୍ଚାରେ ଫିଲ୍ମ ‘ବାଲା’ର ଶିଶୁ କଳାକାର ସଚିନ

ବଲିଉଡ୍‌ ଅଭିନେତା ଆୟୁଷ୍ମାନ୍‌ ଖୁରାନାଙ୍କ ଫିଲ୍ମ ‘ବାଲା’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିବାରେ ଲାଗିଛି। ଏହାର କାହାଣୀ ମୁଣ୍ଡରେ କେଶ ନ ଥିବା ଜଣେ...

Advertisement
Archives

Model This Week