ବନ୍ଦ କାର୍‌ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ

ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍‌ ଭିତରେ ଦେଢ଼ ବର୍ଷର ଶିଶୁକନ୍ୟା ଫସି ରହିଥିବା ଲୋକେ ଦେଖିବାକୁ ପାଇଥିଲେ। ପରେ ଗାଡ଼ିର କାଚ ଖୋଲି ଶିଶୁକନ୍ୟାକୁ ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅପରପକ୍ଷେ ପିଲାଟିର ମା’ବାପା ଫେରି ଶିଶୁଟି ତାଙ୍କର। ଇସିଜି କରିବାକୁ ଯାଇଥିବାରୁ ଛୁଆଟିକୁ ଗାଡ଼ି ଭିତରେ ଛାଡ଼ି ଯାଇଥିବା କହିଛନ୍ତି। ଏବେ ଶିଶୁଟି ସୁସ୍ଥ ଥିବା ଜଣାପଡ଼ିଛି। ଅପରପକ୍ଷେ ବନ୍ଦ କାର୍‌ରେ ଛୁଆକୁ ଛାଡ଼ି ସ୍ବାସ୍ଥ୍ୟପରୀକ୍ଷା କରିବାକୁ ଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୀବ ଅରୋରା ଆଇବି ଡିଆଇଜି

ସମ୍ବଲପୁର,୨୧।୭(ବ୍ୟୁରୋ): ସମ୍ବଲପୁର ଏସ୍‌ପି ସଞ୍ଜୀବ ଅରୋରା ଗୋଇନ୍ଦା ବ୍ୟୁରୋ ଡିଆଇଜି ଭାବେ ଯୋଗ ଦେବେ। ସୋମବାର ସେ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିବେ। ହେଲେ କାହାକୁ...

ଜଗତ୍‌ସିଂହପୁରରେ ଦୁର୍ଗାପୂଜା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୪ା୮-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲାରେ ସାର୍ବଜନୀନ ଦୁର୍ଗାପୂଜା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଏନେଇ ମା’ଦୁର୍ଗା ଓ ହରପାର୍ବତୀ...

ଧର୍ମଶାଳା ବ୍ଲକରେ ବନ୍ୟା: ୭ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଫସଲ କ୍ଷତିଗ୍ରସ୍ତ

ଧର୍ମଶାଳା,୪।୯ (ଡି.ଏନ୍‌.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଓ ପ୍ରଳୟଙ୍କାରୀ ବନ୍ୟା ଯୋଗୁ ଧର୍ମଶାଳା ବ୍ଲକ ଅଧୀନ ୪୫ ପଞ୍ଚାୟତର ୭ ହଜାର ୭ଶହ ହେକ୍ଟର ଚାଷଜମି...

ଅସହାୟଙ୍କୁ ମିଳୁନି ଘର

ଚମ୍ପୁଆ/ଘାଗରବେଡା,୨୮ା୭(ଡି.ଏନ.ଏ)-ରରୁଆଁ ବ୍ଲକ ଅନ୍ତର୍ଗତ ପାନପତ୍ରିଆ ପଞ୍ଚାୟତର ଛେଳିଆନାଳ ଗ୍ରାମରେ ଜଣେ ଗରିବ ଅସହାୟ ହେଲେ ଚନ୍ଦ୍ରମୋହନ ଲାଗୁରୀ। ଗରିବ ହୋଇଥିବାରୁ ବାସ କରିବାକୁ ତାଙ୍କ ପାଖରେ...

ପାଣିଟାଙ୍କି ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଧମକ: ପୋଲିସ, ଅଗ୍ନିଶମ କର୍ମଚାରୀ ନାକେଦମ୍‌

ପଦ୍ମପୁର,୩୧ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ସାନ କାଳିଦାସପୁର ପାଣିଟାଙ୍କି ଉପରେ ରବିବାର ପୂର୍ବାହ୍ନରେ ଜଣେ ଯୁବକ ଚଢ଼ି ଆତ୍ମହତ୍ୟା ଧମକ...

ପୂର୍ବତନ ରାଜ୍ୟସଭା ସଦସ୍ୟଙ୍କ ପରଲୋକ

ସୁନ୍ଦରଗଡ଼,୨୪ା୧୨(ଡି.ଏନ୍‌.ଏ.): ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ବିଶିଷ୍ଟ କଂଗ୍ରେସ ନେତା ଗଣେଶ୍ୱର କୁସୁମ ଆଉ ନାହାନ୍ତି। ୮୭ ବର୍ଷ ବୟସରେ ସେ ଶୁକ୍ରବାର ଇହଲୀଳା ସମ୍ବରଣ...

ଖୋଲାମେଲା ରେଳ ଷ୍ଟେଶନ: କରୋନା ଧରିବ କ୍ୟାମେରା

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍‌କୁ ନେଇ ସବୁଠି ଭୟ ଓ ଆଶଙ୍କାର ବାତାବରଣ। ସଂକ୍ରମଣ ରୋକିବାକୁ କଡ଼ା ନିର୍ଦ୍ଦେଶ ଜାରି ପରେ ସବୁଠି କଟକଣା ଲଗାଯାଇଛି।...

ଗେଷ୍ଟ ହାଉସ୍‌ରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ବରମୁଣ୍ଡା ଅଞ୍ଚଳର ଏକ ଗେଷ୍ଟ ହାଉସ୍‌ରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ କଟକ ଜିଲା...

Advertisement
Archives

Model This Week