ବନ୍ଦ କୋଠରିରୁ ଭାଉଜ, ଦିଅରଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର/ପାଟଣା,୧୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ନୂଆବନ୍ଧ ଗ୍ରାମର ଏକ ବନ୍ଦ ଘରୁ ସୋମବାର ସକାଳେ ଦୁଇ ଜଣଙ୍କ ମୃତଦେହ କବାଟ ଭାଙ୍ଗି ଉଦ୍ଧାର କରିଛି। ସେମାନଙ୍କ ନାମ ସଞ୍ଜୟ ନାୟକ ଓ ପୁଷ୍ପଲତା ନାୟକ ବୋଲି ଜଣାପଡ଼ିଛି। ବିଷ ପିଇ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ସେମାନେ ସମ୍ପର୍କରେ ଦିଅର ଓ ଭାଉଜ ବୋଲି ପୋଲିସ କହିଛି। ପୁଷ୍ପଲତାଙ୍କ ସ୍ବାମୀ ଯୋଡ଼ାରେ ଚାକିରି କରୁଥିବା ଜଣାପଡିଛି। ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ। ପୋଲିସ ମୃତଦେହ ଜବତ କରି ତଦନ୍ତ କରୁଥିବା ଥାନାଧିକାରିଣୀ ସନ୍ଧ୍ୟାରାଣୀ ଜେନା ସୂଚନା ଦେଇଛନ୍ତି। ପରିବାର ଲୋକଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରି ପୋଲିସ ତନାଘନା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri