ବନ୍ଦ ରହିବ ଠିପି ଖୋଲା ମଦ ଦୋକାନ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ରାଜ୍ୟ ସରକାର କରୋନା ସଂକ୍ରମଣ ରୋକିବା ଲାଗି ସମସ୍ତ ଠିପି ଖୋଲା ମଦ ଦୋକାନକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଏନେଇ ସବୁ ଜିଲାର ଜିଲାପାଳଙ୍କୁ ଅବକାରୀ ବିଭାଗ ସଚିବ ଚିଠି ଲେଖି ଜଣାଇଛନ୍ତି। ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶକୁ ପାଳନ କରିବାକୁ କୁହାଯାଇଛି। କେବଳ ଠିପି ବନ୍ଦ ମଦ ଦୋକାନ ଖୋଲା ରହିବ। ଲୋକମାନେ ସେଠାରୁ ମଦ କିଣି ଘରେ ପିଇପାରିବେ। ହେଲେ ମଦ ଆଣିବା ପାଇଁ ଦୋକାନକୁ ଗଲେ ଗ୍ରାହକମାନେ ପରସ୍ପର ମଧ୍ୟରେ ଏକ ମିଟର ଦୂରତା ରଖିବାକୁ ସରକାର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri