ବନ୍ଦ ହେଲା ଉଡ଼ାପର୍ବ

ଠାକୁରମୁଣ୍ଡା,୧୫ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାସ୍ଥିତ ମା’ ବାସୁଳିଙ୍କ ପୀଠରେ ପଣା ସଂକ୍ରାନ୍ତି ଅବସରରେ ପାଳିତ ହୋଇ ଆସୁଥିବା ପ୍ରସିଦ୍ଧ ଉଡ଼ାପର୍ବ ଚଳିତ ବର୍ଷ କରୋନା ଲାଗି ବନ୍ଦ ହୋଇଛି। କେବଳ ବିଧି ରକ୍ଷା କରିବାକୁ ଯାଇ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ଥିଲା। ସଂକ୍ରାନ୍ତି ପୂର୍ବ ଦିନ ରାତିରେ ହୋଇ ଆସୁଥିବା ଜାଗର ମେଳା ମଧ୍ୟ ବନ୍ଦ ରହିଥିଲା। ପରିଚାଳନା କମିଟି ପକ୍ଷରୁ ଲୋକେ ନିଜ ଘରେ ଜାଗର ଜଳିବାକୁ ପରାମର୍ଶ ଦିଆଯାଇଥିଲା। ସେହି ଅନୁଯାୟୀ ଲୋକେ ନିଜ ନିଜ ଘରେ ଜାଗର ଜାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?