ବନ୍ଦ ହେଲା ନିକୋ ପାର୍କ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଆତଙ୍କ ପାଇଁ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ବନ୍ଦ କରାଯାଇଛି। ମଙ୍ଗଳବାରଠାରୁ ପାର୍କକୁ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି ବୋଲି ବିଡିଏ ସୂତ୍ରରୁ ଜଣାପଡ଼ିଛି। ରାଜଧାନୀ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ପୂର୍ବରୁ ରାଜଧାନୀର ଅନ୍ୟ ପାର୍କଗୁଡ଼ିକୁ ସକାଳ ୬ ଟାରୁ ଖୋଲି ଅପରାହ୍ନ ୨ଟାରେ ବନ୍ଦ କରିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପାର୍କକୁ ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରରେ କରୋନା ସଚେତନ ବାର୍ତ୍ତା ପ୍ରଦର୍ଶନ କରାଯିବ। ପାର୍କରେ ଥିବା ବ୍ୟାୟାମ ଉପକରଣ ଏବଂ ପିଲାଙ୍କ ପାଇଁ ଥିତ୍ବା ଖେଳନାଗୁଡ଼ିକର ଉପଯୋଗ ନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ବିଡିଏ ସିଟି ସେଣ୍ଟରକୁ ପ୍ରତିଦିନ ଅଧିକ ସଂଖ୍ୟକ ଛୋଟ ପିଲାମାନେ ବୁଲିବାକୁ ଆସୁଥିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri