ବନ୍ଦ ହେଲା ବାୟାଣି ଯାତ୍ରା

ଛେଣ୍ଡିପଦା, ୨୫।୩(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡ଼ା ପଞ୍ଚାୟତର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣି ଠାକୁରାଣୀଙ୍କ ଗୁରୁବାର ଆୟୋଜିତ ହେବାକୁ ଥିବା ବାର୍ଷିକ ଯାତ୍ରା ବନ୍ଦ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ଯାତ୍ରା ବନ୍ଦ ରଖାଯାଇଥିବା ଜଣାପଡ଼ିଛି। ତେବେ ନୀତିକାନ୍ତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ପୂଜକଙ୍କ ଦ୍ୱାରା ଅନୁଷ୍ଠିତ ହେବ। ଯାତ୍ରାରେ ଯେପରି ଜନସମାଗମ ନ ହୁଏ ସେଥିପ୍ରତି ପୋଲିସ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି। ଭକ୍ତମାନେ ପୀଠକୁ ଆସିଲେ ଅଯଥାରେ ହଇରାଣ ହେବେ। ତେଣୁ ଶ୍ରଦ୍ଧାଳୁଙ୍କ ନ ଆସିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। କେଉଁ ଆବହମାନ କାଳରୁ ଚୈତ୍ରମାସ ଦ୍ୱିତୀୟା ତିଥିରେ ମା’ଙ୍କ ଯାତ୍ରା ବହୁ ଆଡମ୍ବର ସହକାରେ ପାଳିତ ହୋଇଥାଏ। ଏଥିରେ ଜିଲା ତଥା ଜିଲା ବାହାରୁ ଲକ୍ଷାଧିକ ମାନସିକଧାରୀ, ଶ୍ରଦ୍ଧାଳୁଙ୍କ ସାମାଗମ ହୋଇଥାଏ। ଯାତ୍ରା ପାଇଁ ପାତ୍ରପଡ଼ା ଗ୍ରାମବାସୀଙ୍କ ପକ୍ଷରୁ ପ୍ରସ୍ତୁତି ମଧ୍ୟ ଚାଲିଥିଲା। ହେଲେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ଲାଗୁ କରାଯାଇଥିବା ଲକ୍‌ଡାଉନକୁ ସମ୍ମାନ ଜଣାଇ ଏପରି ନିଷ୍ପତ୍ତି ନିଆଯାଇଥିବା ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଉଗ୍ର ସ୍ଥିତି

ନୂଆଦିଲ୍ଲୀ,୨୨ା୫: ଭାରତରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି। ଅଦ୍ୟାବଧି ଦେଶରେ ୧ ଲକ୍ଷ...

ପୋର୍ଟାଲ ଭୁଶୁଡ଼ିଲା

ନୂଆଦିଲ୍ଲୀ, ୨୯।୪: ଆସନ୍ତା ୧ ତାରିଖରୁ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ପଞ୍ଜୀକରଣରେ ଆରମ୍ଭରୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହି ପର୍ଯ୍ୟାୟରେ ୧୮ରୁ...

ମୃତ ଖବରଦାତାଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ୩ଜଣ ମୃତ କର୍ମଜୀବୀ ଖବରଦାତାଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ...

ଏନ୍‌ଜେନ କର୍ମଚାରୀଙ୍କ ଆନ୍ଦୋଳନ

ବଇଣ୍ଡା, ୧୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ସମସ୍ତ ଏନ୍‌ଜେନ କର୍ମଚାରୀ ସୋମବାର କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଏନ୍‌ଜେନ କାର୍ଯ୍ୟାଳୟଠାରେ ଧାରଣା ଦେଇଥିଲେ। ଏଥିସହ ବଇଣ୍ଡା...

ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ

ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି।...

ରାଜ୍ୟରୁ ଚିହ୍ନଟ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର...

ଗଞ୍ଜାମ ଜିଲାର ୭.୨ ଲକ୍ଷ ଘରେ ସର୍ଭେ : ଫ୍ଲୁ ଥିବା ବ୍ୟକ୍ତିଙ୍କର ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ

ଛତ୍ରପୁର, ୧୩।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗତ ତିନି ଦିନ ହେଲା ଗଞ୍ଜାମ ଜିଲାର ୭ ଲକ୍ଷ ୨ ହଜାର ୭୪୮...

ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ...

Advertisement
Archives

Model This Week