ବନ୍ଦ ହେଲା ମୋ ସାଇକେଲ

ଭୁବନେଶ୍ୱର, ୨୪ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ପକ୍ଷରୁ ଭୁବନେଶ୍ୱରରେ ମୋ ସାଇକେଲ୍ ଚଳାଚଳ ବନ୍ଦ ରଖାଯାଇଛି। ବୁଧବାରଠାରୁ ମୋସାଇକେଲ୍ ଚଳାଚଳ କରିବ ନାହିଁ ବୋଲି ମଙ୍ଗଳବାର କ୍ରୁଟ୍ ପକ୍ଷରୁ କୁହାଯାଇଛି।ସୂଚନା ଅନୁସାରେ, ୨୨ତାରିଖରେ ଲକ୍ ଡାଉନ୍ ଘୋଷଣା ପରଠାରୁ ଭୁବନେଶ୍ୱରର ଜନସାଧାରଣ ଯାତାୟତ ପାଇଁ ମୋ ସାଇକେଲ ବ୍ୟବହାର କରୁଥିଲେ। ଦୈନିକ ହାରାହାରି ୨୫୦ ଲୋକ ମୋ ସାଇକେଲ ଚଳାଉଥିଲେ। ହେଲେ ଏବେ ସାରା ରାଜ୍ୟରେ ଲକ୍ ଡାଉନ୍ ଘୋଷଣା ପରେ ମୋ ସାଇକେଲ ଚଳାଚଳକୁ କ୍ରୁଟ୍ ବନ୍ଦ କରିଛି ଜନସାଧାରଣଙ୍କ ସ୍ବାର୍ଥକୁ ପ୍ରାଥମିକତା ଦେଇ ଏହି ସେବାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ କରାଯାଇଛି ବୋଲି କ୍ରଟ୍ ପକ୍ଷରୁ କୁହାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପାଳଗଡ଼ ପୁନରୁଦ୍ଧାର ପାଇଁ ଏଏସ୍‌ଆଇର ତତ୍ପରତା

ପୁରୁଣା ଭୁବନେଶ୍ୱର,୨୦।୧୦(ଡି.ଏନ୍‌.ଏ.): ଐତିହ୍ୟସ୍ଥଳ ଶିଶୁପାଳଗଡ଼ର ପୁନରୁଦ୍ଧାର ପାଇଁ ଏକ ଜନସ୍ବାର୍ଥ ମାମଲା ହୋଇଛି। ହେଲେ ଏହି ମାମଲାର ଶୁଣାଣି ହୋଇ ନ ଥିବାବେଳେ ଏହି ଐତିହ୍ୟ...

ଓଡ଼ିଶା ନଦୀବାଲି ନୀତିକୁ ମଞ୍ଜୁରୀ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ ନଦୀବାଲିର ସୁବିନିଯୋଗ ଓ ସୁପରିଚାଳନା ପାଇଁ ଓଡ଼ିଶା ନଦୀବାଲି ନୀତି-୨୦୨୧ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ବାଲି ଚାହିଦା...

ଅର୍ଚ୍ଚନାଙ୍କୁ ଆଉ ୨ ଦିନ ରିମାଣ୍ଡରେ ନେବାକୁ ଆବେଦନ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗଙ୍କୁ ଇଡି ତଦନ୍ତରେ ଆଣି ପଚରାଉଚରା ଚଳାଇଛି। ଏହାରି ମଧ୍ୟରେ ରବିବାର ଅର୍ଚ୍ଚନାଙ୍କ ୬ ଦିନିଆ ରିମାଣ୍ଡ...

ଆଇଏଏସ୍‌ ବିଜୟ କେତନଙ୍କୁ ଜାମିନ

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ...

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।...

ରାଜଧାନୀରେ ଟିକାକରଣ: ୧୦୦% ଦାବିକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୮ (ବ୍ୟୁରୋ): ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ଭୁବନେଶ୍ୱର ମହାନଗର...

‘ରୋଜ୍‌ ଭ୍ୟାଲି’ ଚିଟ୍‌ଫଣ୍ଡ ଠକେଇ: ଆଉ ୬.୫୨ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ୍‌ ସଂସ୍ଥା ‘ରୋଜ୍‌ ଭ୍ୟାଲି’ର ୬.୫୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍‌...

ନାଳିଆସାହି, ଭେଙ୍କଟରାୟପୁର ଗାଁକୁ ମିଳିଲା ୟୁନେସ୍କୋ ପ୍ରମାଣପତ୍ର

ଭୁୂବନେଶ୍ୱର,୮।୮(ବ୍ୟୁରୋ): ଜଗତସିଂହପୁର ଜିଲାର ନୋଳିଆ ସାହି ଏବଂ ଗଞ୍ଜାମ ଜିଲାର ଭେଙ୍କଟରାୟପୁର ଗ୍ରାମକୁ ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ (ଆଇଓସି) ପକ୍ଷରୁ ସୁନାମୀ ପ୍ରସ୍ତୁତ(ସୁନାମୀ ରେଡି)...

Advertisement
Archives

Model This Week