ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌

ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୧୦ଟି ଗେଟ୍‌ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ  ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗୁରୁବାର ପ୍ରଥମେ ଡ୍ୟାମ୍‌ର ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପରେ ପର୍ଯ୍ୟାୟ କ୍ରମେ ଆଉ ୧୮ଟି ଗେଟ ଖୋଲାଯାଇଥିଲା। ଚଳିତ ଥର ହୀରାକୁଦ ଡ୍ୟାମ୍‌ ପାଣି ଛଡ଼ା ହେବା ଦ୍ୱାରା ବନ୍ୟାର କୌଣସି ଆଶଙ୍କା ଦେଖାଯାଇ ନାହିଁ। ହେଲେ ନଦୀ କୂଳବର୍ତ୍ତୀ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିଲେ, ଶେଷରେ ମଳତ୍ୟାଗ କରି ଚାଲିଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୯ା୯(ଡି.ଏନ୍‌.ଏ.): ଗଞ୍ଜାମ ଅଞ୍ଚଳରେ ଦିନକୁ ଦିନ ଚୋରି ରାହାଜାନି ବୃଦ୍ଧି ପାଉଥିବା ଜଣାପଡ଼ିଛି। ଗୁରୁବାର ଭୋର୍‌ରୁ ସହରସ୍ଥିତ ବୁଢ଼ୀ ଠାକୁରାଣୀ ମନ୍ଦିରରୁ କେହି ଦୁର୍ବୃତ୍ତ କାନ୍ଥ...

ଭୟାବହ ଅଗ୍ନିକାଣ୍ଡ: ୧୮ ବଖରା ଘର ଜଳିଗଲା

ରାଜନଗର,୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଘଡିଆମାଳ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୮ ବଖରା ଘର ଭସ୍ମିଭୂତ ହୋଇଯାଇଛି। ଗ୍ରାମର...

ଚୋରା ବାଲି ବୋଝେଇ ଟ୍ରାକ୍ଟର, ପଥର ବୋଝେଇ ଟିପ୍ପର ଜବତ

ଛେଣ୍ଡିପଦା, ୨୭।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ବୁଧବାର ଚୋରା ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ଟିପ୍ପରକୁ ଜବତ କରାଯାଇଛି।...

କେସିଙ୍ଗା ଅନ୍ନପୂର୍ଣ୍ଣା ରାଇସ୍‌ମିଲରେ ୪୦ ଫୁଟ୍‌ ଉପରୁ ଖସିପଡ଼ି ଶ୍ରମିକ ମୃତ

କେସିଙ୍ଗା,୧୭।୩: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଉତକେଲା ଫାଣ୍ଡି ଅନ୍ତର୍ଗତ ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ରେ ଦୁର୍ଘଟଣା ଘଟି ସୋମବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ...

ପୋଲିସ କମିଶନ ନେଉଛି: ମନ୍ତ୍ରୀ

ଭୁବନେଶ୍ୱର,୨୪।୧(ବ୍ୟୁରୋ):ରାଜ୍ୟରେ କେତେକ ଘଟଣାରେ ପୋଲିସ ଏବଂ ଓକିଲମାନେ ଏସ୍‌ସି/ଏସ୍‌ଟି ମାମଲାଗୁଡ଼ିକରେ କମିଶନ ନେଉଛନ୍ତି। ସୋମବାର ସ୍ଥାନୀୟ ରୋଟାରୀ ଭବନରେ ଆଇନ ସେବା ସଂସ୍ଥା କ୍ଲାପ୍‌ ପକ୍ଷରୁ...

ଭୋକିଲା ପେଟକୁ ଦାନା

ବାଲେଶ୍ୱର ଅଫିସ,୩।୪- ଲକ୍‌ଡାଉନ୍‌ ଯୋଗୁ ବାଲେଶ୍ୱର ଜିଲାର ସମସ୍ତ ଦୋକାନବଜାର, ହୋଟେଲ ବନ୍ଦ ରହିଥିବାରୁ ଅସହାୟ, ଭିକାରୀ, ଗୋରୁ,ବୁଲାକୁକୁର ଓ ଅନ୍ୟ ପ୍ରାଣୀମାନେ ଭୋକିଲା ରହୁଛନ୍ତି।...

ଚତୁର୍ଥ ଦିବସରେ ମା’ଙ୍କ ଯାତ୍ରା: ପ୍ରବଳ ଜନସମାଗମ

ଦିଗପହଣ୍ଡି,୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିସ୍ଥିତ ଅସ୍ଥାୟୀ ମଣ୍ଡପରେ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ଚତୁର୍ଥ ଦିବସରେ ପହଞ୍ଚିଛି। ପୀଠରେ ମୁଖ୍ୟ ପୁରୋହିତ...

ଆଜି ରାଜ୍ୟରୁ ୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୨୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

Advertisement
Archives

Model This Week