ବନ୍ଧଟିଆରେ ୧୨୦ ବର୍ଷ ଧରି ପୂଜା ପାଇ ଆସୁଛନ୍ତି ଗଜାନନ

ଧାମନଗର,୨।୯:(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବନ୍ଧଟିଆସ୍ଥିତ ଗଣେଶ ମଣ୍ଡପରେ ଗଜାନନଙ୍କ ପୂଜା ସୋମବାର ଧୂମ୍‌ଧାମ୍‌ରେ ପାଳିତ ହୋଇଛି। ଏହିଠାରେ ୧୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମହାଆଡମ୍ବରରେ ବିଘ୍ନବିନାଶକଙ୍କ ପୂଜାର୍ଚ୍ଚନା ଚାଲିଛି।
ସେହିପରି ବାହାରବିଲରେ ବୁଢ଼ା ଗଣେଶ ପୂଜା ପାରମ୍ପରିକ ରୀତିରେ ଆରମ୍ଭ ହୋଇଛି। ଏହାସହ ଅଞ୍ଚଳର ସମସ୍ତ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ ବିଭିନ୍ନ କ୍ଲବରେ ଗଜାନନଙ୍କ ପୂଜା ପାଳନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି ଉପସଭାପତି ନିଲମ୍ବିତ

ନବରଙ୍ଗପୁର,୧।୨(ବି.ପ୍ର.): ନବରଙ୍ଗପୁର ଜିଲା ବିଜେଡି ଉପସଭାପତି ଦିବ୍ୟଦାନ ସୁନାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସ୍ବାଧୀନ ପ୍ରାର୍ଥୀଭାବେ ନନ୍ଦାହାଣ୍ଡି ବ୍ଲକ ଜିଲା ପରିଷଦ ଜୋନ୍‌-୧ରୁ ନିର୍ବାଚନ...

ଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକ

କୋକସରା,୪।୬(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି କର୍ମଜୀବୀ ମହିଳାମାନେ ରୋଜଗାର ହରାଇ ଘରେ ବସି ରହିଛନ୍ତି ା ଏପରି ସମୟରେ ସେମାନେ କରିଥିବା...

ଭୋଗ ପ୍ରସ୍ତୁତିରେ ବ୍ୟତିକ୍ରମ: ସ୍ବାଦ ହରାଇଛି ବଳଦେବଜୀଉଙ୍କ ଖେଚୁଡ଼ି; ମଇଁଷି ଘିଅ ବ୍ୟବହାର ହେଉନି

କେନ୍ଦୁଝର, ୧୭ା୫ କେନ୍ଦୁଝରର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପୀଠକୁ ଘିଅ ପାଇଁ ପାହାଡ଼ର ୮ଟି ସ୍ଥାନରେ ମଇଁଷି ଗୋଠ ଥିଲା। ମଇଁଷି କ୍ଷୀରରୁ...

ହାତୀ ଚଲାପଥରେ ପାର୍କିଂ କଲେ ଦଣ୍ଡ

କେନ୍ଦୁଝର,୪।୩ (ସ୍ବ.ପ୍ର.) – ହାତୀ ମାନଙ୍କ ଚଳପ୍ରଚଳ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ସୂଚନା ଫଳକ ଲଗାଯାଇଛି ।  ବିଶେଷ କରି କେନ୍ଦୁଝର ବନଖଣ୍ଡର ଏନ୍‌ଏଚ୍‌...

ଟଳୁନି ବୈତରଣୀ ସେତୁ ବିପଦ

ଆନନ୍ଦପୁର,୧୦। ୭(ସ୍ବ.ପ୍ର.): ଆନନ୍ଦପୁର ବୈତରଣୀ ସେତୁ ପ୍ରତି ବିପଦ ଟଳିବାର ନାଁ ଧରୁନି। ବର୍ଷକ ତଳେ ଏକ ପିଲାରରୁ ବିୟରିଂ ଖସି ବିପଦ ସୃଷ୍ଟି ହୋଇଥିବାବେଳେ...

ମହାରାଜା ବସ୍‌ ଦୁର୍ଘଟଣାକୁ ୩ ବର୍ଷ: ସମୟ ବିତିଛି, ସୁଧୁରିନି କିଛି

(ମନୋଜ କୁମାର ପ୍ରଧାନ) ମାଧପୁର, ୯ା୯:  ଅନୁଗୋଳ ଜିଲା ଆଠମଲ୍ଲିକଠାରେ ଘଟିଥିବା ମହାରାଜା ବସ୍‌ ଦୁର୍ଘଟଣାକୁ ପୂରିଛି ୩ ବର୍ଷ। ୨୦୧୬ ସେପ୍ଟେମ୍ବର ୯ରେ ପୁରୁଣାମାଣତ୍ରୀ ପୋଲ...

ଭିତରକନିକାରେ ୧୬ ବଉଳା କୁମ୍ଭୀର ବୃଦ୍ଧି

ରାଜନଗର, ୧୧।୧(ଡି.ଏନ.ଏ.):  ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ କୁମ୍ଭୀରଙ୍କ ସଂଖ୍ୟାରେ ୧୬ ବଢ଼ିଥିବା ରିପୋର୍ଟରୁ ଜଣାପଡ଼ିଛି।...

ଭଦ୍ରକରେ ରାଜ୍‌ ବବର୍‌ଙ୍କ ରୋଡ୍‌ ଶୋ

ଭଦ୍ରକ ଅଫିସ, ୨୬।୪ – କଂଗ୍ରେସର ଭଦ୍ରକ ବିଧାନସଭା ପ୍ରାର୍ଥୀ ନଳିନୀକାନ୍ତ ମହାନ୍ତି ଓ ଲୋକ ସଭା ପ୍ରାର୍ଥୀ ମଧୁମିତା ସେଠୀଙ୍କ ପାଇଁ ଗୁରୁବାର ନିର୍ବାଚନ...

Advertisement
Archives

Model This Week