ବନ୍ଧବାହାଲ ପଞ୍ଚାୟତରେ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ପିଡିଏସ୍‌ ସାମଗ୍ରୀ ବଣ୍ଟନ

ଲଖନପୁର,୭।୪(ଡି.ଏନ୍‌.ଏ.): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ବନ୍ଧବାହାଲ ପଞ୍ଚାୟତ କାର୍ଯ୍ୟାଳୟରେ ପିଡିଏସ୍‌ ସାମଗ୍ରୀ ବଣ୍ଟନ କରାଯାଉଛି। ଏହି ଅବସରରେ କରୋନା ନିୟନ୍ତ୍ରଣ ସମ୍ପର୍କୀତ ସରକାରୀ ନିର୍ଦ୍ଦେଶନାମାକୁ ପାଳନ ନିମନ୍ତେ ପଞ୍ଚାୟତ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି । ହିତାଧୀକାରୀଙ୍କ ମଧ୍ୟରେ ସାମାଜିକ ଦୂରତା, ସାନିଟାଇଜେଶନ, ଖରାରୁ ରକ୍ଷା ପାଇଁ ଟେଣ୍ଡ, ପାନୀୟ ଜଳ ଆଦି ବ୍ୟବସ୍ଥା ହୋଇଛି। ପିଡିଏସ୍‌ ସାମଗ୍ରୀ ବଣ୍ଟନ ସମୟରେ ଯେପରି ହିତାଧୀକାରୀ ଭିଡ଼ ନ କରିବେ ସେଥିପାଇଁ ଦୈନିକ ୬୦ଜଣଙ୍କୁ ଟୋକନ ପ୍ରଦାନ କରାଯାଇଛି। ଏହି ଟୋକନଧାରୀ ମାନେ ସାମାଜିକ ଦୂରତା ରକ୍ଷାକରି ନିଜ ନିଜ ସାମଗ୍ରୀ ନେଉଛନ୍ତି । ଏଥିରେ ସରପଞ୍ଚ ରାଜେନ୍ଦ୍ର ନାୟକ, ସମିତିସଭ୍ୟ ଈଶ୍ବର କଉଡି, ପିଇଓ ଯୋଗେଶ୍ବର ବିଶ୍ବାଳ, ଜିଆର୍‌ଏସ୍‌ ହୃଷିକେଶ ମାଝି, ଯୋଗାଣ ସହାୟୀକା କାମିନୀ ଦାସ, ପ୍ରଫୁଲ୍ଲ ପ୍ରଧାନ ପ୍ରମୁଖ ସହଯୋଗ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri