ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ରାତି ପ୍ରାୟ ୨ଟା ବେଳେ ୪ ଜଣ ଦୁର୍ବୃତ୍ତ କବାଟ ଭାଙ୍ଗି ଘର ଭିତରେ ପଶିଥିଲେ। ସମସ୍ତେ ମୁଖା ପିନ୍ଧିଥିବା ବେଳେ ଜଣଙ୍କ ହାତରେ ବନ୍ଧୁକ ଥିଲା। ଘର ଲୋକଙ୍କୁ ଭୟଭୀତ କରି ଅଲମୀରାରୁ ୩୦ ଭରି ସୁନା ଓ ନଗଦ ୪୦ ହଜାର ଟଙ୍କା ନେଇ ଯାଇଥିଲେ। ସୁଧାଂଶୁ ପୋଲିସରେ ଅଭିଯୋଗ କରିବା ପରେ ଜଗତପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri