ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି ଜଣେ କର୍ମଚାରୀ ଯାଉଥିବା ବେଳେ ତାଙ୍କଠାରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି।

ସୂଚନାନୁଯାୟୀ, ଜଟଣୀ ଥାନା କୁଦିଆରୀର ବାପୁଜି ମହାରଣା ବ୍ୟାଙ୍କକୁ ଟଙ୍କା ଜମା କରିବା ଲାଗି ଯାଉଥିବା ବେଳେ ତିନୋଟି ବାଇକରେ ୫ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଅଟକାଇଥିଲେ। ପରେ ବନ୍ଧୁକ ଦେଖାଇ ତାଙ୍କ ଠାରୁ ଟଙ୍କା ବ୍ୟାଗ୍‌ ଲୁଟି ନେଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ମଧ୍ୟରେ ଇଦ୍‌

ଭଦ୍ରକ ଅଫିସ,୧।୮: ତ୍ୟାଗ, ବଳିଦାନ ତଥା ସମର୍ପଣର ପର୍ବ ଇଦ୍‌- ଉଲ-ଜୁହାକୁ ଚଳିତ ବର୍ଷ ଭଦ୍ରକ ସହରରେ ସମ୍ପୂର୍ଣ୍ଣ ନିରାଡ଼ମ୍ବର ସହ ପାଳନ କରାଯାଇଛି। କରୋନା...

ଓଡ଼ିଶାରେ ୭୦ ଲକ୍ଷ ଟପିଲା କୋଭିଡ୍‌ ଟେଷ୍ଟ

ଭୁବନେଶ୍ୱର,୧ା୧- ରାଜ୍ୟରେ କୋଭିଡ୍‌ ଟେଷ୍ଟ ସଂଖ୍ୟା ଶୁକ୍ରବାର ୭୦ ଲକ୍ଷ ପାର କରିଛି। ଏ ନେଇ ଟୁଇଟର ଯୋଗେ ସୂଚନା ଦିଆଯାଇଛି ସ୍ବାସ୍ଥ୍ୟ ଓ ପରିବାର...

୫୫ ସନ୍ଦିିଗ୍ଧଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌

ପାରଳାଖେମୁଣ୍ଡି,୨୯ା୪(ସ୍ବ.ପ୍ର.): ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଅଞ୍ଚଳରେ ଚିହ୍ନଟ ୩ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଗଜପତି ଜିଲାର ୫୫...

ଭାଉଜଙ୍କୁ ଅସଦାଚରଣ, ଆକ୍ରମଣ ମାମଲା:ଜେଲ ଗଲେ ଦିଅର

ଦିଗପହଣ୍ଡି,୮ା୭(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ସୋମବାର ନିମଖଣ୍ଡିପେଣ୍ଠ ଗ୍ରାମର ଅକ୍ଷୟ କୁମାର କର ଓରଫ ବିଟ୍ଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗତ ମେ ୧୭ ରାତି...

୬୩୦ ଲିଟର ଦେଶୀ ମଦ, ୯୭୦ ଲିଟର ମହୁଲ ପୋଚ ଜବତ : ୫ ଗିରଫ

ପାଟଣାଗଡ଼,୨୨।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ମଦ ଜବତ ସହ ୫ ଜଣଙ୍କୁ ଗିରଫ କରାଯାଇଛି। ଗୁରୁବାର ସକାଳେ...

ନୂଆପଡ଼ାକୁ ମିଳିଲା ‘ରାଜସ୍ବ ଗ୍ରାମ୍ୟ ମାନ୍ୟତା’

କୋକସରା,୧୨।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନରେ ଥିବା ଟେମରା ପଞ୍ଚାୟତର ନୂଆପଡା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମ୍ୟର ମାନ୍ୟତା ମିଳିିଛି। ଗ୍ରାମବାସୀ...

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା...

ରାସ୍ତା ପାର ହେଉଥିବା ବେଳେ ପିଟିଲା ଟ୍ରକ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ବରଗଡ ଅଫିସ,୨୧।୧୦- ବରଗଡ଼ ଦେଇ ଯାଇଥିବା ୫୩ ନଂଜାତୀୟ ରାଜପଥର ଘୁଲିପାଲି ଛକରେ ଶୁକ୍ରବାର ସାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣକଙ୍କ...

Advertisement
Archives

Model This Week