ବନ୍ଧୁକ ମୁନରେ ୨୦ ଲକ୍ଷ ଟଙ୍କା, ୩୦ ଭରି ସୁନା ଲୁଟ୍‌

ଧର୍ମଗଡ,୧୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଭଇରିପାଲି ଗାଁରେ ଏକ ବଡଧରଣ ଡକାୟତି ହୋଇଛି। ସୋମବାର ବିଳମ୍ବିତ ରାତିରେ ସୌରଭ ଜୈନଙ୍କ ଘରୁ ୬ ଜଣ ଦୁର୍ବୁତ୍ତ ବନ୍ଧୁକ ଏବଂ ମାରଣାସ୍ତ୍ର ଦେଖାଇ ଟଙ୍କା ଗହଣା ଲୁଟ କରିଥିବା ଅଭିଯୋଗ ହୋଇଛି। ସୌରଭଙ୍କ ଘରୁ ୨୦ ଲକ୍ଷ ଟଙ୍କା ସହ ୩୦ ଭରି ସୁନା ଗହଣା ନେଇଥିବା ପରିବାର ପକ୍ଷରୁ କୁହାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ମୁନ୍ଦାଏ ପାଣି

ଭୁବନ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଏନ୍‌ଏସିର ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳୀ ନୂଆବଜାରରେ ସୃଷ୍ଟି ହୋଇଛି ଜଳସଙ୍କଟ। ଦୀର୍ଘ ୧୦ବର୍ଷ ତଳେ ଏଠାରେ ସ୍ଥାପିତ ଥଣ୍ଡା...

ଅନାସ୍ଥାରେ ପଦ ହରାଇଲେ ଅଧ୍ୟକ୍ଷା

ବାଲିଗୁଡା,୨୭ା୨(ଡି.ଏନ୍‌.ଏ.) – ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷା ମମତା ବେହେରା ଅନାସ୍ଥାରେ ପଦ ହରାଇଛନ୍ତି। ବୁଧବାର ପୂର୍ବାହ୍ନ ୧୧ଟାରେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଅନାସ୍ଥା ପ୍ରସ୍ତାବକୁ ନେଇ...

ସିପିପି ନିଷିଦ୍ଧାଞ୍ଚଳରେ ଟିକ୍‌ଟକ୍‌: ଶ୍ରମିକଙ୍କ ଗେଟ୍‌ପାସ୍‌ ଜବତ

ବଅଁରପାଳ, ୧୨ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳସ୍ଥିତ ନାଲ୍‌କୋ ସିପିପି ପ୍ଲାଣ୍ଟର ନିଷିଦ୍ଧାଞ୍ଚଳରେ ଜଣେ ଠିକା ଶ୍ରମିକ ଟିକ୍‌ଟକ୍‌ ଭିଡିଓ ଶୁଟିଂ କରିବା ମହଙ୍ଗା ପଡିଛି। ସୋସିଆଲ...

୫୪ କୋଟି ଖର୍ଚ୍ଚ ପରେ ବି ପାଣି ମିଳୁନି

ପଟ୍ଟାମୁଣ୍ଡାଇ, ୧୦ା୩ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପିଇବା ପାଣି ଏବେବି ପ୍ରମୁଖ ସମସ୍ୟା ହୋଇ ରହିଛି। ସରକାର ଅମୃତ ଯୋଜନାରେ ବିଶୁଦ୍ଧ ପାଣି ଯୋଗାଣ ବାବଦରେ ଅର୍ଥ...

ସୁନ୍ଦରଗଡ଼ରେ ପହଞ୍ଚିଲା ମୌସୁମୀ: ଜାରିରହିଛି ବର୍ଷା

ସୁନ୍ଦରଗଡ଼,୧୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ମୌସୁମୀ ପହଞ୍ଚିଛି। ଫଳରେ ଶନିବାର ରାତିରୁ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗିରହିଛି। ଜିଲାରେ ହାରାହାରି ୬୨.୫୯ ମିମି ବର୍ଷା ହୋଇଥିବା ଜିଲା ପାଣିପାଗ...

୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ...

ପରମ୍ପରା ବଞ୍ଚାଇଛନ୍ତି ୨୫ ବ୍ୟବସାୟୀ

ଭୁବନ, ୧୯।୯(ଡି.ଏନ୍‌.ଏ.):ମଣିଷ-ଭାରବାହୀ ପ୍ରାଣୀଙ୍କ ମଧ୍ୟରେ ରହିଥିବା ମଧୁର ସମ୍ପର୍କର ପ୍ରତିଫଳନ ଐତିହାସିକ ବଳଦଯାତ୍ରା। ବାଣିଜ୍ୟ ପରମ୍ପରାକୁ ନେଇ ପିଢ଼ି ପରେ ପିଢ଼ି ଶାରଦୀୟ ଦୁର୍ଗାପୂଜାରେ ଆୟୋଜିତ...

ସ୍ବଚ୍ଛ ଭାରତ ଅଭିଯାନ ବାଟବଣା, ପାଇଖାନା ନିର୍ମାଣ ହୋଇଛି କାମରେ ଆସୁନି

ମାଲକାନଗିରି,୯ା୧୨(ଡି.ଏନ.ଏ.)-  ଚଳିତ ବର୍ଷ ଅକ୍ଟୋବର ୨ରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ସ୍ବଚ୍ଛ ଭାରତ ମିଶନ ଅଭିଯାନ ମାଧ୍ୟମରେ ସମଗ୍ର ଦେଶକୁ ବାହ୍ୟ ମଳତ୍ୟାଗ...

Advertisement
Archives

Model This Week