Posted inଜାତୀୟ

ବନ୍ଧୁତ୍ୱ ଦିବସରେ ମୋଦିଙ୍କୁ ଟୁଇଟ୍‌ କଲେ ବେଞ୍ଜାମିନ୍‌ ନେତାନ୍ୟାହୁ: ଲେଖିଲେ ଶୋଲେ ଫିଲ୍ମର ‘ ୟେ ଦୋସ୍ତି ହମ୍‌ ନେହିଁ ଛୋଡ଼େଙ୍ଗେ’ ଗୀତର ଧାଡ଼ିଏ

ନୂଆଦିଲ୍ଲୀ,୪।୮: ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସରେ ଇସ୍ରାଏଲ୍‌ ରାଷ୍ଟ୍ରପତି ବେଞ୍ଜାମିନ୍‌ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବନ୍ଧୁତା ଆଗାମୀ ଦିନରେ ଅଧିକ ସଶକ୍ତ ଏବଂ ଗଭୀର ହେବ ବୋଲି ସେ ଆଶା ପୋଷଣ କରିଛନ୍ତି। ଏଥିରେ ବଲିଉଡ୍‌ର ୧୯୭୫ରେ ନିର୍ମିତ ହୋଇଥିବା ହିନ୍ଦୀ ଫିଲ୍ମ ଶୋଲେର ‘ ୟେ ଦୋସ୍ତି ହମ୍‌ ନେହିଁ ଛୋଡ଼େଙ୍ଗେ’ ଗୀତର ଧାଡ଼ିଏ ଲେଖା ହୋଇଛି। ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଏହି ଟୁଇଟ୍‌ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri