ବନ୍ଧୁ ବିନା ଜୀବନ ରଙ୍ଗହୀନ

ଭୁବନେଶ୍ୱର, ୪ା୮(ବ୍ୟୁରୋ)/ କଟକ ଅଫିସ: ‘ବନ୍ଧୁ’ – ତୁମ ଖୁସିରେ ଯିଏ ଖୁସି ହୁଏ। ତୁମକୁ ସବୁ ବେଳେ ଆଗକୁ ବଢିବାରେ ପ୍ରେରଣା ଦିଏ। ଯିଏ ସବୁ ସମୟ, ସବୁ ପରିସ୍ଥିତିରେ ପାଖେ ପାଖେ ରହିଥାଏ ସେ ହିଁ ପ୍ରକୃତ ବନ୍ଧୁ। ବନ୍ଧୁତ୍ୱ ଗୋଟିଏ ଏପରି ସମ୍ପର୍କ ଯାହାର କିଛି ପୃଥକ୍‌ ସାଧନ ନାହିଁ। ଆଉ ଯେଉଁ ସମ୍ପର୍କ ବିନା ଜୀବନ ରଙ୍ଗହୀନ ପରି ଅନୁଭବ ହୁଏ, ତାହା ହେଉଛି ବନ୍ଧୁତ୍ୱ। ଏହି ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଆଜି ହେଉଛି ସେହି ବନ୍ଧୁ ଓ ବନ୍ଧୁତ୍ୱର ଦିନଟିଏ। ଏହି ଦିବସ ଲାଟିନ ଆମେରିକା ଓ ଏସିଆ ମହାଦେଶର ବିଭିନ୍ନ ଦେଶରେ ବେଶ୍‌ ଧୁମ୍‌ଧାମରେ ପାଳନ କରାଯାଉଛି। ୧୯୫୮ ଜୁଲାଇ ୩୦ରେ ପରାଗୁଏଠାରେ ପ୍ରଥମେ ବିଶ୍ୱ ବନ୍ଧୁତା ଦିବସ ଭାବେ ପାଳନ କରାଯାଇଥିଲା। ହେଲେ ଦକ୍ଷିଣ ଏସୀୟ ଦେଶ ବାଂଲାଦେଶ, ଇଣ୍ଡିଆ ଓ ମାଲେସିଆରେ ଅଗଷ୍ଟ ମାସର ପ୍ରଥମ ରବିବାରକୁ ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଉଛି। ଏହି ଦିବସକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ କିଏ ପରସ୍ପରକୁ ଫ୍ରେଣ୍ଡ୍‌ସିପ୍‌ ବ୍ୟାଣ୍ଡ୍‌, କାର୍ଡ ଓ ମିଠା ଦେଇ ଶୁଭେଚ୍ଛା ଜଣାଉଛି ତ ଆଉକିଏ ନାଚଗୀତ ସାଙ୍ଗକୁ ଏକାଠି ବୁଲିବାକୁ ପସନ୍ଦ କରୁଛି। ତେବେ ନିଜ ବନ୍ଧୁ ଓ ବନ୍ଧୁତ୍ୱ ସମ୍ପର୍କ କାହା ପାଇଁ କେମିତି, ତାହାକୁ ନେଇ ଆମର ବିଶେଷ ଉପସ୍ଥାପନା।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୧୨।୧: ଶ୍ରୀମନ୍ଦିରରେ ଅସରପା ଓ ମୂଷାଙ୍କ ଉତ୍ପାତ ଯୋଗୁ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ ସୃଷ୍ଟି ହୋଇଥିବା ଆଶଙ୍କା ଦେଖାଦେଇଛି। ଏନେଇ କେତେଜଣ...

ପୋଲିସ କଲା ରାଜପଥ ମରାମତ

କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଏହି...

ମହିଳାଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକ୍‌ମେଲ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଭୁବନେଶ୍ୱର, (ବ୍ୟୁରୋ)/ପୁରୀ ଅଫିସ, ୨୩।୭: ପୁରୀର ଜଣେ ମହିଳାଙ୍କୁ ପାଣିରେ ନିଶା ଦେଇ ଭୁବନେଶ୍ୱରର ଏକ ହୋଟେଲରେ ବଳାକତ୍ାର କରିବା ଓ ପରେ ଅଶ୍ଳୀଳ ଭିଡିଓ...

ସାଧାରଣ ମଣିଷର ସାଥୀ ଥିଲେ ବିଜୟ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଦିବଂଗତ ବିଜୟ ମହାନ୍ତି ପରିବାରଜନଙ୍କ ପାଖରେ ଯେତିକି ପ୍ରିୟ ଥିଲେ, ତା’ଠାରୁ ଅଧିକ ସାରା ଓଡ଼ିଶାବାସୀଙ୍କ ଆପଣାର ଥିଲେ। ସିନେମା ମାଧ୍ୟମରେ ସାଧାରଣ ମଣିଷର...

ସୁସ୍ଥ ହେଲେ ହକି ଖେଳାଳି

ଢେଙ୍କାନାଳ ଅଫିସ, ୧୧ା୩ ଢେଙ୍କାନାଳ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଦ୍ୱିତୀୟ ନାଭାଲ ଟାଟା ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୭ ମହିଳା ହକି ଖେଳାଳି ଗ୍ୟାସ୍‌ଟ୍ରାଇଟ୍‌ର ଶିକାର...

ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା

ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ,...

ଓଡ଼ିଶାରେ ମୁକେଶ ଅମ୍ବାନୀଙ୍କ ସାନ ପୁଅ: କରିବେ ଜଗା ଦର୍ଶନ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବିଶ୍ୱର ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିବାହ ପୂର୍ବରୁ ଅନନ୍ତ ଜଗା ଦର୍ଶନ...

ଅଶ୍ଳୀଳ ଫଟୋ ଭାଇରାଲ: ଜୀବନ ହାରିଲେ ଯୁକ୍ତ ୨ ଛାତ୍ରୀ

ଖୋର୍ଦ୍ଧା ଅଫିସ/ନିରାକାରପୁର(ଡି.ଏନ୍‌.ଏ.)୧୫।୧୦: ଅଶ୍ଳୀଳ ଫଟୋ ଭାଇରାଲ ନେଇ ମାନସିକ ଯନ୍ତ୍ରଣା ଅସହ୍ୟ ହେବାରୁ ଜଣେ ଯୁକ୍ତ ଦୁଇ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଘର ନିରାକାରପୁର...

Advertisement
Archives

Model This Week