ବନ୍ୟାକୁ ୩ ମାସ ବିତିଲା: ରାସ୍ତା ମରାମତି ହେଲାନି

କର୍ଲାମୁଣ୍ଡା,୨୧।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଆସି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ଏପରିକି ବିଭିନ୍ନ ରାସ୍ତା ଓ ପୋଲ ଭାଙ୍ଗିଯାଇଥିଲା। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କିଛି ଜାଗାରେ ମରାମତି କାର୍ଯ୍ୟ କରାଯାଇଥିଲେ ହେଁ ବନ୍ୟାରେ ରିଞ୍ଜା ମୁଖ୍ୟରାସ୍ତାରେ ଥିବା ସରବରା ଜୋର ପୋଲ ଗୋଟିଏ ପଟ ଭାଙ୍ଗି ବିପଦ ଅବସ୍ଥାରେ ଆଜିପର୍ଯ୍ୟନ୍ତ ରହିଛି। ତଥାପି ବିଭାଗୀୟ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଏହି ରାସ୍ତା ଦେଇ ଯିବା ଆସିବା କରୁଥିବା ସାଧାରଣ ଲୋକେ ବିପଦର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ଗ୍ରାମ୍ୟ ଉନ୍ନୟନ ବିଭାଗ କେବଳ ବିପଦ ସୂଚନାଫଳକ ଲଗାଇ ହାତ ବାନ୍ଧିବସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri