ବନ୍ୟାଘେରରୁ ଉଦ୍ଧାର ହେଲେ ମାଲାୟାଲମ ଅଭିନେତ୍ରୀ

ଶିମ୍‌ଲା,୨୦।୮: ଦେଶର ବହୁ ରାଜ୍ୟ ଏବେ ବନ୍ୟା ଘେରରେ ରହିଛି। ତେବେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫଶି ରହିଥିବା ମାଲାୟାଲମର ଜଣାଶୁଣା ଅଭିନେତ୍ରୀ ମଞ୍ଜୁ ଓ୍ବାରିୟର, ନିର୍ଦ୍ଦେଶକ ଓ ତାଙ୍କର କିଛି ସାଥୀଙ୍କୁ ମଙ୍ଗଳବାର ଅପରାହ୍ନରେ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ହିମାଚଳ ପ୍ରଦେଶର ଚତରୁ ଅଞ୍ଚଳରେ ଅଭିନେତ୍ରୀ ମଞ୍ଜୁ, ନିର୍ଦ୍ଦେଶକ ସନଲ କୁମାର ଶଶିଧରନଙ୍କ ସମେତ ଫିଲ୍ମର କିଛି କ୍ରିୟୁ ମେମ୍ବର ବନ୍ୟାପାଣି ଘେରରେ ଫଶି ଯାଇଥିଲେ। ତେବେ ଉଦ୍ଧାର ପାଇଁ ଅଭିନେତ୍ରୀ ଜଣଙ୍କ ସାଟେଲାଇଟ ଫୋନ ସାହାଯ୍ୟରେ ତାଙ୍କ ଭାଇଙ୍କୁ ଫୋନ କରି ଜଣାଇଥିଲେ। ଏହାପରେ ମଞ୍ଜୁଙ୍କ ଭାଇ ମଧୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଏନେଇ ଜଣାଇବା ସହ ଉଦ୍ଧାର ପାଇଁ ସାହାଯ୍ୟ ଲୋଡିଥିଲେ। ତେବେ ବନ୍ୟା ଯୋଗୁ ଉକ୍ତ ଅଞ୍ଚଳରେ ମୋବାଇଲ ନେଟଓ୍ବାର୍କ ବାଧାପ୍ରାପ୍ତ ହୋଇଥିବାରୁ କାହା ସହ ସମ୍ପର୍କ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ଗୁଜରାଟ ରାଜ୍ୟ ସଭା ଉପନିର୍ବାଚନ ଏକାଠି କରାଇବା ଆବେଦନ ଖାରଜ

ନୂଆଦିଲ୍ଲୀ,୨୫।୬: ସୁପ୍ରିମ୍‌କୋର୍ଟଙ୍କ ରାୟ ଯୋଗୁ କଂଗ୍ରେସକୁ ଝଟ୍‌କା ଲାଗିଛି। ଗୁଜରାଟର ୨ଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ଏକାଠି କରାଇବା ଲାଗି କଂଗ୍ରେସ ପକ୍ଷରୁ...

କଷ୍ଟ୍ୟୁମ ଦାମ୍‌ ୧.୫କୋଟି

କରୀନା କପୁର ଥରେ ନିଜ କଷ୍ଟ୍ୟୁମ ପାଇଁ ଚର୍ଚ୍ଚାର ପରିସରକୁ ଆସିଥିଲେ। ମଧୁର ଭଣ୍ଡାରକରଙ୍କ ‘ହିରୋଇନ୍‌’ ଫିଲ୍ମରେ ସେ ଏକ କଷ୍ଟ୍ୟୁମ ପିନ୍ଧିଥିଲେ, ଯାହାର ଦାମ୍‌...

ରାମମନ୍ଦିର ନିର୍ମାଣ ନେଇ ଅଧିକ ଖୁସି ହେଉଛନ୍ତି ରାବଣ

ଫରିଦାବାଦ୍‌, ୨୯।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ କରିବେ। ଏହି ଅବସରରେ ସାଧୁସନ୍ଥଙ୍କ ସମେତ ପ୍ରାୟ ୨୦୦ଜଣ ଅତିଥି...

ଏଯାଏ ବାହାରିନି ୪ ସଂକ୍ରମଣର ଟିକା

ନୂଆଦିଲ୍ଲୀ,୧୨ା୭(ପି.ଟି.): କରୋନା ସଂକ୍ରମଣକୁ ୭ ମାସ ବିତିଥିଲେ ହେଁ ଏପର୍ଯ୍ୟନ୍ତ ଟିକା ବାହାରିପାରି ନାହିଁ। ପ୍ରତିଷେଧକ ଟିକା ନ ଥିବା ଏବଂ ଉପଯୁକ୍ତ ଚିକିତ୍ସା ବାହାରିପାରି...

ଇଛାଶକ୍ତି ଆଗରେ ହାର୍‌ ମାନିଛି ଦିବ୍ୟାଙ୍ଗତା: ୨ ହାତ ନ ଥାଇ ଶିକ୍ଷକତା ନିଶା

ଭୋପାଳ,୪।୯: ଇଛାଶକ୍ତି ଆଗରେ ସମସ୍ତ ବାଧା ଦୂର ହୋଇଯାଇଥାଏ। ଏଭଳି ଏକ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ପ୍ରାଥମିକ ଶିକ୍ଷକ ରାକେଶ ପନ୍ଦ୍ରେ। ପିଲାଦିନେ ଏକ...

ଦେଶର ସବୁଠୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ଉତ୍‌କ୍ଷେପଣ: ବଢିବ ଇଣ୍ଟରନେଟ୍‌ ସ୍ପିଡ୍‌

ବେଙ୍ଗାଲୁରୁ,୧୭।୧:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ) ପୁଣି ଇତିହାସ ରଚିଛି। ଦେଶର ସବୁଠାରୁ ଶକ୍ତିଶାଳୀ ସଂଚାର ଉପଗ୍ରହ ଜିସାଟ୍‌-୩୦ ସଫଳତାର ସହ ଉତ୍‌କ୍ଷେପଣ କରାଯାଇଛି। ଫ୍ରେଞ୍ଚ ଗୁଏନାର...

ପୋଲିସ ଷ୍ଟେଶନ ସାମ୍ନାରେ ଗୋମାଂସ ତରକାରି ବାଣ୍ଟିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା

ଥିରୁଭାନନ୍ଥପୁରମ୍‌,୧୯।୨: କେରଳରେ ପୁଣି ଗୋମାଂସକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପୋଲିସ ପ୍ରଶିକ୍ଷଣ ନେଉଥିବା ପିଲାଙ୍କ ମେନ୍ୟୁରୁ ଗୋମାଂସ ହଟାଯିବା ପରେ କଂଗ୍ରେସ କାର୍ଯ୍ୟକର୍ତ୍ତା କୋଝିକୋଡ...

ମୋଦିଙ୍କ ଉପରେ ୭୨ ପ୍ରତିଶତରୁ ଅଧିକଙ୍କର ଭରସା: ରାହୁଲଙ୍କ ଉପରେ ବିଶ୍ୱାସ କମିଛି

ନୂଆଦିଲ୍ଲୀ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଅଧିକ ଭାରତୀୟଙ୍କର ଭରସା ରହିଛି। ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ସର୍ଭେରେ ମୋଦି ପ୍ରତି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *