Posted inଜାତୀୟ

ବନ୍ୟାଞ୍ଚଳ ବୁଲି ଦେଖିଲେ ଅମରିନ୍ଦର

ପଟିଆଲା,୨୩।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ବନ୍ୟା ପ୍ରଭାବିତ ପଟିଆଲା ଓ ସନଗୁର ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ଲଗାଣ ବର୍ଷା ଫଳରେ ଘାଘର ନଦୀରେ ଆସିଥିବା ବନ୍ୟା ଏହି ସବୁ ଅଞ୍ଚଳରେ ବ୍ୟାପକ କ୍ଷତି କରିଛି। ଏକର ଏକର ଚାଷ ନଷ୍ଟ ହେବା ସହ ଲୋକେ ବାସ ହରାଇଛନ୍ତି। ତେବେ ବନ୍ୟା ସମ୍ପର୍କିତ କ୍ଷୟକ୍ଷତିର ସର୍ଭେ କରିଛନ୍ତି ଅମରିନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସମସ୍ୟା ନେଇ ସରକାରଙ୍କୁ ଘେରିଲା କଂଗ୍ରେସ: ଯନ୍ତର ମନ୍ତରରେ ଧାରଣାରେ ବସିଲେ ଅମରିନ୍ଦର-ସିଦ୍ଧୁ

ନୂଆଦିଲ୍ଲୀ,୪।୧୧: ଚାଷୀ ସମସ୍ୟା ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ,ନଭଜୋତ ସିଂ ସିଦ୍ଧୁ ଏବଂ ଅନ୍ୟ...

ପାସପୋର୍ଟରେ ମା’ଙ୍କ ନାଁ ବଦଳାଇବାକୁ ଚାହୁଛନ୍ତି ମେହେବୁବାଙ୍କ ଝିଅ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରେଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତିଙ୍କ ସାନ ଝିଅ ଏବେ ପାସପୋର୍ଟରେ ମା’ ମେହେବୁବାଙ୍କ ନାଁରେ ପରିବର୍ତ୍ତନ...

ୟୁପି ନିର୍ବାଚନ: ସପା, ଭାଜପା କର୍ମୀ ମୁହାଁମୁହିଁ

ଲକ୍ଷ୍ନୌ,୮ ।୭: ଉତ୍ତର ପ୍ରଦେଶରେ ଗୁରୁବାର ୮୨୫ ପଞ୍ଚାୟତ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଉଥିଲା । ଜିଲା ପଞ୍ଚାୟତ ନିର୍ବାଚନରେ ହୋଇଥିବା...

ଶରୀରକୁ ସୁସ୍ଥ, ମନକୁ ଶାନ୍ତ ରଖେ ଯୋଗ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଅଭ୍ୟାସ କରିଛନ୍ତି। ଯୋଗ ଯେ ମଣିଷର ଶରୀରକୁ ସୁସ୍ଥ ରଖିବା ସହ ମନକୁ...

ବଞ୍ଚିଥିବା ଶିକ୍ଷକଙ୍କୁ ଡକାଗଲା ତାଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ

ଠାଣେ,୨।୭: ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତ ଥିବା ଜଣାଇବା ପାଇଁ ଠାଣେର ମ୍ୟୁନିସିପାଲ କର୍ପୋରେଶନ ଅଫିସରୁ ଜଣେ ୫୫ ବର୍ଷୀୟ ଶିକ୍ଷକଙ୍କୁ ଆସିଥିଲା ଫୋନ କଲ୍‌। ଶିକ୍ଷକ...

କରୋନା ସଂକ୍ରମଣରେ ବ୍ୟବସାୟୀଙ୍କ ମୃତ୍ୟୁ: ଆଜାଦ୍‌ପୁର ମଣ୍ଡି ବନ୍ଦ ପାଇଁ ଦାବି; ଆଖପାଖ ଦୋକାନ ସିଲ୍‌

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଦିଲ୍ଲୀର ଆଜାଦ୍‌ପୁର ମଣ୍ଡିରେ କରୋନା ସଂକ୍ରମଣରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ଫଳରେ...

ଖାଲଖମା ରାସ୍ତାରେ ଫଟୋଶୁଟ୍‌ କଲେ କନ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଥିରୁଭାନନ୍ତପୁରମ,୨୨।୯: ଆଜିକାଲି ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଖାଲ ରାସ୍ତା ଓ ଗଳିରେ ପାଣି ଜମା ହୋଇରହିଛି। ସମସ୍ତଙ୍କ ପାଇଁ...

୩.୬ ଲକ୍ଷ ଭାରତୀୟ ଫେରିଲେଣି

ନୂଆଦିଲ୍ଲୀ,୨୭ା୬(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟମାନଙ୍କୁ ଫେରାଇ ଆଣିବା ଲାଗି ଗତ ମେ’ ୭ରେ ବନ୍ଦେ ଭାରତ ମିଶନ ଆରମ୍ଭ ହୋଇଥିଲା।...

Advertisement
Archives

Model This Week