Posted inଜାତୀୟ

ବନ୍ୟାରେ ବେହାଲ କର୍ନାଟକ: ଛାତ ଉପରେ ବିରାଟ କୁମ୍ଭୀର, ଭିଡିଓ ଭାଇରାଲ

ବେଲଗାମ,୧୨।୮: ଦେଶର ବହୁ ରାଜ୍ୟ ଏବେ ପାଣି ଘେରରେ। କର୍ନାଟକରେ ଲଗାଣ ବର୍ଷା ଯୋଗୁ ରାଜ୍ୟର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବନ୍ୟା ଯୋଗୁ କର୍ନାଟକରେ ପ୍ରାୟ ୪୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବନ୍ୟା ଯୋଗୁ ବହୁ ଅଞ୍ଚଳ ଜଳବନ୍ଦୀ ହୋଇଥିବାରୁ ମଣିଷଙ୍କ ଠାରୁ ଆରମ୍ଭ କରି ପଶୁମାନେ ମଧ୍ୟ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ଭୟଙ୍କର ବନ୍ୟାରେ ବେଲଗାମରୁ ଏକ ଭୟଙ୍କର ଚିତ୍ର ସାମ୍ନାକୁ ଆସିଛି। ବନ୍ୟା ପାଣି ଯୋଗୁ ରାଜରାସ୍ଥା ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘରର ଛାତ ଉପରେ ଏକ ବିଶାଳକାୟ କୁମ୍ଭୀର ଆଶ୍ରୟ ନେଇଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri