Posted inଜାତୀୟ

ବନ୍ୟାରେ ବେହାଲ କର୍ନାଟକ: ଛାତ ଉପରେ ବିରାଟ କୁମ୍ଭୀର, ଭିଡିଓ ଭାଇରାଲ

ବେଲଗାମ,୧୨।୮: ଦେଶର ବହୁ ରାଜ୍ୟ ଏବେ ପାଣି ଘେରରେ। କର୍ନାଟକରେ ଲଗାଣ ବର୍ଷା ଯୋଗୁ ରାଜ୍ୟର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବନ୍ୟା ଯୋଗୁ କର୍ନାଟକରେ ପ୍ରାୟ ୪୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବନ୍ୟା ଯୋଗୁ ବହୁ ଅଞ୍ଚଳ ଜଳବନ୍ଦୀ ହୋଇଥିବାରୁ ମଣିଷଙ୍କ ଠାରୁ ଆରମ୍ଭ କରି ପଶୁମାନେ ମଧ୍ୟ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ଭୟଙ୍କର ବନ୍ୟାରେ ବେଲଗାମରୁ ଏକ ଭୟଙ୍କର ଚିତ୍ର ସାମ୍ନାକୁ ଆସିଛି। ବନ୍ୟା ପାଣି ଯୋଗୁ ରାଜରାସ୍ଥା ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘରର ଛାତ ଉପରେ ଏକ ବିଶାଳକାୟ କୁମ୍ଭୀର ଆଶ୍ରୟ ନେଇଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ କାର୍ଡଧାରୀଙ୍କୁ ମିଳିପାରେ ଆଉ ୧ କିଲୋ ଅଧିକ ଗହମ, ଚିନି, ଚାଉଳ

ନୂଆଦିଲ୍ଲୀ,୩।୬: ଖୁବ୍‌ଶୀଘ୍ର ରାସନ କାର୍ଡଧାରୀଙ୍କୁ ଅଧିକ ୧ କିଲୋ ଚାଉଳ, ଚିନି ଓ ଗହମ କେନ୍ଦ୍ର ସରକାର ଦେଇପାରନ୍ତି ବୋଲି କୁହାଯାଉଛି। ଏହାମଧ୍ୟ ସବ୍‌ସିଡି ଦରରେ...

ଦିନେ ଶାହରୁଖଙ୍କୁ ଅଟକାଇଥିଲେ

ମୁମ୍ବାଇ,୨୭।୧୦: ଡ୍ରାଗ୍ସ ମାମଲାରେ ଛନ୍ଦି ହୋଇଥିବା ଆର୍ଯ୍ୟନ ଖାନଙ୍କୁ ବୁଧବାର ମଧ୍ୟ ଜାମିନ ମିଳିନାହିଁ। ତାଙ୍କ ନିକଟରୁ କୌଣସି ଡ୍ରାଗ୍ସ ମିଳି ନ ଥିଲା। ଏହାସତ୍ତ୍ୱେ...

୨୧ ଦିନରେ ତେଜସ୍‌ର ଲାଭ ୭୦ ଲକ୍ଷ

ନୂଆଦିଲ୍ଲୀ,୧୧।୧୧: ଦେଶର ପ୍ରଥମ ଘରୋଇ ଟ୍ରେନ୍‌ ତେଜସ୍‌ ୨୧ ଦିନରେ ୭୦ ଲକ୍ଷ ଟଙ୍କାର ଲାଭ କରି ପାରିଛି। ଅକ୍ଟୋବର ୫ରୁ ଏହାର ଯାତ୍ରା ଆରମ୍ଭ...

୧୧୮ ବର୍ଷ ପରେ ଭାରତରେ ଫୁଟିଲା ଏହି ବିରଳ ପ୍ରଜାତିର ଫୁଲ

ବରେଲି, ୬।୭- ଭାରତରେ ଦୀର୍ଘ ୧୧୮ ବର୍ଷର ବ୍ୟବଧାନ ପରେ ବିରଳ ପ୍ରଜାତିର ଅର୍କିଡ ଫୁଲର ସନ୍ଧାନ ମିଳିଛି। ଉତ୍ତର ପ୍ରଦେଶର ଦୁଧ୍‌ଓ୍ବା ଜାତୀୟ ଉଦ୍ୟାନରେ...

ଭାଜପା ଏମ୍‌ପିଙ୍କ କାର୍‌ ଉପରକୁ ଆକ୍ରମଣ

ଜୟପୁର,୨୮।୫: ଭାରତପୁରରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ରଣଜିତା କୋଲିଙ୍କ ଗାଡି ଉପରେ ଆକ୍ରମଣ ହୋଇଛି। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଯାଞ୍ଚ କରିବା ପରେ ଏମ୍‌ପି...

ସିକ୍କିମ ଭୂସ୍ଖଳନ: ସେନା ପକ୍ଷରୁ ୮ ଜଣ ଉଦ୍ଧାର, ଜଣଙ୍କର ମୃତ୍ୟୁ

ସିକ୍କିମ,୧୬ ।୬: ଦେଶର ଉତ୍ତର ରାଜ୍ୟ ଯେଉଁଠି ଗ୍ରଷ୍ମ ପ୍ରବାହ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ସେଇଠି ଅନ୍ୟପଟେ ଦେଶର ଉତ୍ତର ପୂର୍ବ ରାଜ୍ୟରେ ଲଗାତାର...

କରୋନା ସହ ଲଢିବାକୁ ଭାରତୀୟ ସେନାର ‘ଅପରେଶନ ନମସ୍ତେ’

ନୂଆଦିଲ୍ଲୀ,୨୭।୩: ଦେଶ ଏବେ ପ୍ରସ୍ତୁତ କରୋନା ଭାଇରସ ସହ ଲଢିବାକୁ। ସାରା ଦେଶରେ ଏବେ ୨୧ ଦିନ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସାଧାରଣ...

ଲେୟର ଶର୍ଟ ବିଜ୍ଞାପନ ନେଇ ସରକାରଙ୍କ କଡ଼ା ପଦକ୍ଷେପ, ଟୁଇଟର-ୟୁଟ୍ୟୁବରୁ ହଟାଇବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୪।୬ : ବଡ଼ି ସ୍ପ୍ରେ ଲେୟର ଶର୍ଟ ବିବାଦୀୟ ବିଜ୍ଞାପନ ନେଇ ବିବାଦ ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ...

Advertisement
Archives

Model This Week