Posted inଜାତୀୟ

ବନ୍ୟା ପରିସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଅନୁରୋଧ କଲେ ତେଜସ୍ବୀ

ପାଟନା.୨୦।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଏଠାରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ବନ୍ୟା ମୃତ୍ୟୁ ସଂଖ୍ୟା ୮୦ ଛୁଇଁଲାଣି। ଏପରି ସ୍ଥଳେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରି କହିଛନ୍ତି, ବିହାରର ବନ୍ୟା ପରିସ୍ଥିତିକୁ ଜାତୀୟ ବିପତ୍ତି ଘୋଷଣା କରିବା ସହ ୧୦ ହଜାର କୋଟିର ସହାୟତା ପ୍ରଦାନ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁଲା: ୩୦୧ ମୃତ

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଲକ୍‌ ଡାଉନ୍‌ ଜାରି ସତ୍ତ୍ୱେ ଏପ୍ରିଲ୍‌ ୧୪ରୁ ୨୨ ଗତ...

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ...

କୁଲଦୀପ ବିଶ୍ନୋଇଙ୍କୁ ସମସ୍ତ ପଦରୁ ହଟାଇଲା କଂଗ୍ରେସ

ଚଣ୍ଡିଗଡ଼,୧୨ ।୬: ହରିୟାଣା କଂଗ୍ରେସ ବିଧାୟକ କୁଲଦୀପ ବିଶ୍ନୋଇଙ୍କୁ ସମସ୍ତ ପଦରୁ ହଟାଇ ଦେଇଛି । ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଦଳ...

ରାହୁଲ ଗାନ୍ଧୀଙ୍କ ଜୋତା ବନ୍ଧାକୁ ନେଇ ଉଠିଲା ବିବାଦ: ଭାଜପା କଲା ଟ୍ରୋଲ

ଚଣ୍ଡିଗଡ,୨୨।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ହରିୟାଣାରେ ଜାରି ରହିଛି। ଏହି ଯାତ୍ରାକୁ ନେଇ ରାହୁଲ ଗାନ୍ଧୀ ପୁଣି ବିବାଦ ଘେରକୁ ଆସିଛନ୍ତି। ଭାରତ ଯୋଡୋ...

ଜେୱର ବିମାନବନ୍ଦରରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ, ଗୋଟିଏ ଦିନ ପରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୋଦି

ଲକ୍ଷ୍ନୌ,୨୩ ।୧୧: ଏସିଆର ସବୁଠାରୁ ବଡ ବିମାନ ବନ୍ଦର ଭାବେ ବିକଶିତ ହେବାକୁ ଯାଉଛି ନୋଏଡ଼ା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ । ଏହାର ଶିଳାନ୍ୟାସ ନଭେମ୍ବର ୨୫ରେ...

ସ୍ତ୍ରୀଙ୍କୁ ବୁଝାଇବା ପାଇଁ ଶ୍ୱଶୁର ଘର ଆଗରେ ୩୧ ଘଣ୍ଟା ଧାରଣାରେ ବସିଲେ ସ୍ବାମୀ: ଆଉ ତା’ପରେ

ଆଗ୍ରା,୨୪।୫: ଉତ୍ତର ପ୍ରଦେଶର ଆଗ୍ରାରେ ସ୍ବାମୀ-ସ୍ତ୍ରୀ କଳିର ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ବୁଝାଇବା ପାଇଁ ଶ୍ୱଶୁର ଘର ଆଗରେ ୩୧ ଘଣ୍ଟା ଧାରଣାରେ...

‘ଦ କେରଲା ଷ୍ଟୋରି’କୁ ଲଗାତାର କରାଯାଉଛି ବିରୋଧ, ତାମିଲନାଡୁ ଥିଏଟର୍ସରେ ସ୍କ୍ରିନିଂ ବନ୍ଦ

ମୁମ୍ବାଇ,୭।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’କୁ ବିରୋଧ କରିବାର ଘଟଣା ଥମିବାର ନାଁ ନେଉନି। ଫିଲ୍ମକୁ କିଛି ରାଜ୍ୟରେ ଭଲ ସମର୍ଥନ ମିଳିଛି, ହେଲେ...

ଅଲ୍‌ଓ୍ବର କୋର୍ଟରେ ପୋଲିସ- ଓକିଲ ସଂଘର୍ଷ

ଜୟପୁର, ୭ା୧୧,(ଆଇଏଏନ୍‌ଏସ୍‌): ଦିଲ୍ଲୀ ପରେ ରାଜସ୍ଥାନର ଅଲ୍‌ଓ୍ବର କୋର୍ଟ ପରିସରରେ ବୁଧବାର ସକାଳେ ପୋଲିସ- ଓକିଲଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଛି। ଓକିଲମାନେ ଜଣେ ମହିଳା...

Advertisement
Archives

Model This Week