Posted inଜାତୀୟ

ବନ୍ୟା ପ୍ରପୀଡିତଙ୍କ ପାଇଁ ମୋଦିଙ୍କୁ ସହାୟତା ମାଗିଲେ ରାହୁଲ

ନୂଆଦିଲ୍ଲୀ, ୯।୮: କେରଳରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବାୟନାଡ ଜିଲା। ଏଠାରୁ ଏମ୍‌ପି ଥିବା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବନ୍ୟା ପ୍ରପୀଡିତଙ୍କୁ ସହାୟତା ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବର୍ଷା ପାଣି ଘରେ ପଶିଯିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଏପର୍ଯ୍ୟନ୍ତ ବନ୍ୟା ଯୋଗୁ ୧୪ ଜଣଙ୍କ ଲୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ ଅପମାନ ଦେବାରୁ ୨ ପୁତୁରାଙ୍କୁ ପିଟି ପିଟି ହତ୍ୟା

ହାଇଦ୍ରାବାଦ,୨୯।୬: ଦୁଇ ନାବାଳକ ପୁତୁରା(ଜଣେ ୭ ବର୍ଷର ଓ ଜଣେ ୧୦ ବର୍ଷ)ଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ସେମାନଙ୍କ ମଉସା। ଆନ୍ଧ୍ର ପ୍ରଦେଶର ଗୁଣ୍ଟୁର...

ଛଟ୍‌ ପୂଜାକୁ ନା….

ନୂଆଦିଲ୍ଲୀ,୩୦।୯: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍‌ଏ)ଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ସାର୍ବଜନୀକ ସ୍ଥାନରେ ଛଟ୍‌ ପୂଜା...

ଦୀପିକାଙ୍କୁ ଦରକାର ମୋ ଭଳି ପରାମର୍ଶଦାତା: ବାବା ରାମଦେବ

ମୁମ୍ବାଇ,୧୪।୧: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ହୋଇଥିବା ହିଂସା ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସେଠାକୁ ଗସ୍ତ କରିଥିଲେ। ସେଠାରେ ସେ ବିରୋଧ ପ୍ରଦର୍ଶନକାରୀ...

ଦେଶର ପ୍ରଥମ ଡିଜିଟାଲ ଗାଇଡ୍‌: ଗଛରେ ଲାଗିଥିବା କ୍ୟୁଆର୍‌ କୋଡ ସ୍କାନ କଲେ ମିଳିବ ସମସ୍ତ ତଥ୍ୟ

ଥିରୁଭାନନ୍ତପୁରମ,୨୦।୬: କେରଳ ସରକାର ଏବେ ଏମିତି ଏକ ଡିଜିଟାଲ ଗାଇଡ୍‌ ବିକଶିତ କରିବାକୁ ଯାଉଛନ୍ତି ଯାହା ଦେଶର ପ୍ରଥମ ଡିଜିଟାଲ ଗାଇଡ୍‌ ବୋଲି କୁହାଯାଉଛି। ଏଠାରେ...

ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳ ୧୦ଟାରେ ଦେଶକୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶ ଗୋଟିଏ...

ଲକ୍‌ଡାଉନ୍‌ ସମୟରେ ବିମାନ ଉଡ଼ାଣ ବାତିଲ: ଯାତ୍ରୀଙ୍କ ଟିକଟ ଟଙ୍କା ଫେରାଇବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକଟ...

ନିର୍ଭୟା ମାମଲାରେ ପଓ୍ବନଙ୍କ ଆବେଦନ ଖାରଜ:ଓକିଲଙ୍କୁ ୨୫ ହଜାର ଜରିମାନା

ଲକ୍ଷ୍ନୌ,  ୨୦।୧୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀ ଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କ ମଧ୍ୟରୁ ପଓ୍ବନ କୁମାର ଗୁପ୍ତା ଅପରାଧ ଘଟାଇବା(୨୦୧୨ ଡିସେମ୍ବର)ବେଳେ...

ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଆଇନ ସଭିଙ୍କୁ ବାଧିବ

ନୂଆଦିଲ୍ଲୀ,୨୩।୧୧: କୃଷିଜାତ ଶଷ୍ୟ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଗ୍ୟାରେଣ୍ଟି ଆଇନ ଆସିଲେ ଭାରତୀୟ ଅର୍ଥନୀତି ନିଶ୍ଚିତ ଭାବେ ପ୍ରଭାବିତ ହେବ। ଏଭଳି କହିଛନ୍ତି...

Advertisement
Archives

Model This Week