ବନ ବିଭାଗ ଚଢ଼ାଉ: ୯ଖଣ୍ଡ ଶାଳ ଚଉକାଠ, ୨ ବାଇକ୍‌ ଜବତ

ଛେଣ୍ଡିପଦା,୨୩।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ପାତ୍ରପଡ଼ା ପଞ୍ଚାୟତ ବାୟାଣିପୀଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବନ ବିଭାଗ ଚଢ଼ାଉ କରି ଶାଳ ଚଉକାଠ ସହିତ ୨ ବାଇକ୍‌ ଜବତ କରିଛି।
ବନାଞ୍ଚଳ ସୂତ୍ରରୁ ପ୍ରକାଶ, ହଣ୍ଡପା ବନାଞ୍ଚଳରୁ ୭ଫୁଟ ଲମ୍ବର ୯ ଖଣ୍ଡ ଶାଳ ଚଉକାଠ ୨ଟି ବାଇକ୍‌ ଯୋଗେ ପାତ୍ରପଡା ଦେଇ ଛେଣ୍ଡିପଦା ନିଆଯାଉଥିଲା। କୌଣସି ସୂତ୍ରରୁ ଖବର ପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ପୋଲିସକୁ ଦେଖି ବାଇକ୍‌ ଚାଳକ ଜଙ୍ଗଲରେ ଗାଡ଼ି ଛାଡି ପଳାଇ ଯାଇଥିଲେ। ବନବିଭାଗ ଶାଳକାଠ ସହ ୨ ବାଇକ୍‌ ଜବତ କରି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରିଜର ପୋଡି ସଂଗୃହିତ ୧୦ ୟୁନିଟ୍‌ ରକ୍ତ ନଷ୍ଟ

ବରଗଡ଼ ଅଫିସ୍‌,୭।୨: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ସଂରକ୍ଷଣ ବିଭାଗର ଫ୍ରିଜରରେ ରହିଥିବା ୧୦ ୟୁନିଟ୍‌ ସଂଗୃହିତ ରକ୍ତ ନଷ୍ଟ ହୋଇଛି। କୌଣସି ଯାନ୍ତ୍ରିକ...

ପୋଲିସ ଶହୀଦ ଦିବସ: ଲୋକଙ୍କ ହିତରେ କାର୍ଯ୍ୟ କରିବାକୁ ଏସ୍‌ପିଙ୍କ ପରାମର୍ଶ

ଭଦ୍ରକ ଅଫିସ,୨୧।୧୦: ଭଦ୍ରକ ଜିଲା ଚରମ୍ପା ରିଜର୍ଭ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ୬୦ତମ ଶହୀଦ ଦିବସ ପାଳିତ ହୋଇଯାଇଛି I ଏସ୍‌ପି ରାଜେଶ...

ଡାବୁଗାଁରେ ବନ୍ଦର ପ୍ରଭାବ: ଗାଡ଼ି ଚାଳଚଳ ବନ୍ଦ

୧୫।୨ (ଡି.ଏନ୍‌.ଏ.): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ମଧ୍ୟ...

ବରଗଡ଼ ଧନୁଯାତ୍ରା: ଗୋପପୁରରେ ଶୁଭଧ୍ବଜା ସ୍ଥାପିତ

ବରଗଡ ଅଫିସ,୩।୧୨: ବରଗଡ଼ ଧନୁଯାତ୍ରା ପାଇଁ ଗୋପପୁରରେ ଶୁଭଧ୍ୱଜା ସ୍ଥାପିତ ହୋଇଛି। ଶୁକ୍ରବାର ଅପରାହ୍ନ ୩ଟାରେ ଅମ୍ବାପାଲିର ଦେବୀ ମାଁ ସମଲେଶ୍ୱରୀଙ୍କଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା...

ପ୍ଲାଷ୍ଟିକ୍‌ମୁକ୍ତ ଭାରତ ସ୍ଲୋଗାନ ପ୍ରହସନ

ପଟ୍ଟାମୁଣ୍ଡାଇ,୮ା୧୦(ସ୍ବ.ପ୍ର.): ଦେଶକୁ ଆବର୍ଜନାମୁକ୍ତ କରିବାକୁ କେନ୍ଦ୍ର ସରକାର ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିଲେ। ପରିବେଶକୁ ଦୂଷିତ କରୁଥିବା ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନମୁକ୍ତ...

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ...

ପଦ୍ମପୁର ଉପନିର୍ବାଚନ: ଏଣିକି ହେଭିୱେଟଙ୍କ ପ୍ରଚାର

ପଦ୍ମପୁର,୨୬।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ମତଦାନ ହେବ। ଏଥିପାଇଁ ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅଧୀନ ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକ...

ବେଆଇନ ପଲିଥିନ ଜବତ

ଗୋପାଳପୁର,୧୮ା୧୧(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ୩ ଟନ୍‌ ୩୦୦ କେଜି ବେଆଇନ ପଲିଥିନ ଜବତ କରିଛି। ତେଲଙ୍ଗାନା ହାଇଦ୍ରାବାଦ ଅଞ୍ଚଳରୁ ଏକ ଟାଟା ଏସିଇ ଯୋଗେ ପଲିଥିନ...

Advertisement
Archives

Model This Week