ବଫର ଜୋନ୍‌କୁ ପଠାଯାଇଥିବା ରୋଗୀ ନିଖୋଜ

ବେଦବ୍ୟାସ,୨୨ା୫(ଡି.ଏନ.ଏ.)
ସୁନ୍ଦରଗଡ଼ ଜିଲା ରାଉରକେଲାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ଜିଲା ପ୍ରଶାସନର ହେପାଜତରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଜଣେ ରୋଗୀଙ୍କୁ ବିଭାଗୀୟ ଅଧିକାରୀମାନେ ବଫର ଜୋନ୍‌କୁ ଏକ ୧୦୮ ଆମ୍ବୁଲାନ୍ସରେ ପଠାଇଥିଲେ ା ହେଲେ ଯାଞ୍ଚ ବେଳେ ସମ୍ପୃକ୍ତ ରୋଗୀ ବଫର ଜୋନ୍‌ରେ ପହଞ୍ଚତ୍ ନ ଥିବା ଜଣାପଡିଥିଲା ା ଏହାକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ଚିନ୍ତା ବଢ଼ିଛି ା ସେମାନେ ସମ୍ପୃକ୍ତ ରୋଗୀଙ୍କୁ ଠାବ କରିବା ପାଇଁ ଅନ୍ଧାରରେ ବାଡ଼ି ବୁଲାଉଥିବା ଅଭିଯୋଗ ହୋଇଛି ା
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ରାଉରକେଲା ମହାତାବରୋଡ୍‌ର ଜଣେ ରୋଗୀଙ୍କୁ ସ୍ଥାନୀୟ କ୍ୱାରାଣ୍ଟାଇନ ସେଣ୍ଟରରୁ ବଫର ଜୋନ୍‌କୁ ପଠାଇବା ପାଇଁ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ଓ ଆରଡିଏର ଓଏସ୍‌ଡି ଅଧିକାରୀ ଏକ ନମ୍ବରବିହୀନ ୧୦୮ ଆମ୍ବୁଲାନ୍ସ ଚାଳକଙ୍କୁ କହିଥିଲେ ା ଚାଳକ ସମ୍ପୃକ୍ତ ରେଗୀଙ୍କୁ ଆମ୍ବୁଲାନ୍ସରେ ଆଣିଥିଲେ ା ଏହାର କିଛି ସମୟ ପରେ ରୋଗୀ ଜଣକ ବଫର ଜୋନ୍‌ରେ ପହଞ୍ଚତ୍ ନ ଥିବା ଜଣାପଡିଥିଲା ା ଏହାପରେ ଦାୟିତ୍ୱରେ ଥିବା ଅଧିକାରୀଦ୍ୱୟ ସ୍ଥାନୀୟ ଅଞ୍ଚଳରେ ଥିବା ଥାନାକୁ ଏ ସଂକ୍ରାନ୍ତରେ ଜଣାଇବା ପରେ ପୋଲିସ ସେହି ରାସ୍ତାରେ ଯାଉଥିବା ସମସ୍ତ ଆମ୍ବୁଲାନ୍ସ ଯାଞ୍ଚ ଆରମ୍ଭ କରିଥିଲା ା ଏହି ରିପୋର୍ଟ ପ୍ରସ୍ତୁତ ପର୍ଯ୍ୟନ୍ତ ସେହି ରୋଗୀଙ୍କ ପତ୍ତା ମିଳିନି ା
ଏ ସଂକ୍ରାନ୍ତରେ ଅତିରିକ୍ତ ତହସିଲଦାର ଅଭିଜିତ୍‌ ମହାନ୍ତୋଙ୍କୁ ପଚାରିବାରୁ ସେ କହିଛନ୍ତି, ଆମ୍ବୁଲାନ୍ସ ଚାଳକଙ୍କ ଦାୟିତ୍ୱହୀନତା କାରଣରୁ ଏପରି ଘଟଣା ଘଟିଛି ା ଆମେ ଆରଜିଏଚ୍‌ ଓପିଡି ରେଜିଷ୍ଟ୍ରର ଯାଞ୍ଚ କରିଛୁ ା ସେହି ବୃଦ୍ଧଙ୍କ ନାମ ରହିଛି, ହେଲେ ତାଙ୍କ ପତ୍ତା ମିଳିନି ା ସମ୍ପୃକ୍ତ ବୃଦ୍ଧଙ୍କୁ ଖୋଜିବା ପାଇଁ ଆମେ ଅନ୍ୟ ଡାକ୍ତରଖାନା ଯାଞ୍ଚ ଚଳାଇଛୁ ା

 


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?